ଓଡ଼ିଶାଲାଇଭ୍‌ ବ୍ୟୁରୋ

କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି। ଅସୁସ୍ଥତା ପାଇଁ ତାଙ୍କୁ ଦିଲ୍ଲୀସ୍ଥିତ ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ଵାସ୍ଥ୍ୟବସ୍ଥା ନେଇ କୌଣସି ରିପୋର୍ଟ ସାମ୍ନାକୁ ଆସିନାହିଁ।

କୌଣସି କାରଣରୁ ସୋନିଆ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Comment