ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

କରୋନା କାରଣରୁ ସ୍ଥଗିତ ହେଲା ଓପିଏଏସି ପରୀକ୍ଷା। ସମସ୍ତ ଲିଖିତ ଓ ମୌଖିକ ପରୀକ୍ଷାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି।

କରୋନା କବଳରୁ ରାଜ୍ୟବାସୀଙ୍କୁ ରକ୍ଷା କରିବା ପାଇଁ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ତେଣୁ ମଙ୍ଗଳବାର ଓପିଏଏସି ପରୀକ୍ଷା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି।ଏହାପୂର୍ବରୁ ରାଜ୍ୟ ସରକାର ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ, ବିଶ୍ୱବିଦ୍ୟାଳୟ ଆଦି ବନ୍ଦ କରିବାକୁ ନିଷ୍ପତ୍ତି ଦେଇସାରିଛନ୍ତି।

Comment