ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ଭୁବନେଶ୍ୱରସ୍ଥିତ ଇଣ୍ଟେଲିଜେନ୍ସ ବ୍ୟୁରୋ ବା କେନ୍ଦ୍ରୀୟ ଗୁଇନ୍ଦା କାର୍ଯ୍ୟାଳୟକୁ ସିଲ୍‌ କରାଯାଇଛି। ଏହି ସଂସ୍ଥାର ଜଣେ ଅଧିକାରୀ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ କାର୍ଯ୍ୟାଳୟ ସିଲ୍‌ କରାଯାଇଛି।

ଏହି ସଂସ୍ଥାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ୧୪ ଦିନିଆ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ୬ ତାରିଖରୁ ଏହି କର୍ମଚାରୀମାନେ କ୍ୱାରେଣ୍ଟାଇନରେ ରହିଛନ୍ତି।

coronaଓଡ଼ିଶାରେ ୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ଭିତରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comment