ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

corona test

ରାଜ୍ୟରେ ପୁଣି ଚିହ୍ନଟ ହେଲା କରୋନା ପଜିଟିଭ୍‌। କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ଗୋଟିଏ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ୩୯୪ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

ଏହି ଆକ୍ରାନ୍ତଙ୍କ ସହ ବର୍ତ୍ତମାନ କଟକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ସେହିପରି ମୟୂରଭଞ୍ଜରେ ୯ ଓ ଯାଜପୁରରେ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗୋଟିଏ ଦିନରେ ମୋଟ୍‌ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲି ୧୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ମୋଟ୍‌ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ। ୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୩୦୬ ଜଣ ସକ୍ରିୟ ଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି।

Comment