ଓଡ଼ିଶାଲାଇଭ୍ ବ୍ୟୁରୋ
ଆସୁଛି ବାତ୍ୟା ଅମ୍ଫନ୍। ବାତ୍ୟାର ଗତିବଧି ସମ୍ପର୍କରେ ଟିକିନିଖି ଖବର ଜାଣନ୍ତୁ ଅମ୍ଫନ୍ ଅପ୍ଡେଟ୍ରୁ…
ବାତ୍ୟା ଅମ୍ଫନ ସମ୍ପର୍କରେ ତାଜା ସୂଚନା ଦେଲେ ଏସ୍ଆରସି ପ୍ରଦୀପ ଜେନା
ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେଲା ବାତ୍ୟା ଅମ୍ପନ।
ପଶ୍ଚିମବଙ୍ଗ- ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଅମ୍ପନ।
ସାଗର ଓ ହାଟିଆ ଦ୍ଵୀପ ମଝିରେ ଉପକୂଳ ଛଇଁବ ଅମ୍ପନ।
୧୯ରୁ ଉତ୍ତର ପୂର୍ବ ଉପକୂଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା।

ସମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟର ୧୨ଟି ଜିଲ୍ଲାକୁ ଆଲର୍ଡ କରାଯାଇଛି।
କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଜିଲ୍ଲାରେ ଅଧିକ ପ୍ରଭାବ ପଡ଼ିବ।
ଆବଶ୍ୟକ ପଡ଼ିଲେ ୧୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ।
ଖାଦ୍ୟ ସାମଗ୍ରୀକୁ ନେଇ ଲୋକମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ନିତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ଅଛି।
ଗତକାଲି ବାତ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ବୈଠକ କରିଥିଲେ।








ଆସୁଛି ବାତ୍ୟା ଅମ୍ଫନ୍। ବାତ୍ୟାର ଗତିବଧି ସମ୍ପର୍କରେ ଟିକିନିଖି ଖବର ଜାଣନ୍ତୁ ଅମ୍ଫନ୍ ଅପ୍ଡେଟ୍ରୁ…









