ଓଡ଼ିଶାଲାଇଭ୍‌ ବ୍ୟୁରୋNurse wearing respirator mask holding a positive blood test result for the new rapidly spreading Coronavirus, originating in Wuhan, China

ରାଜ୍ୟରେ ଆଜି ପୁଣି  ୫୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୪୮ ଜଣ ରହିଛନ୍ତି। ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୯୨୫୫ରେ ପହଞ୍ଚିଛି।CGU new

ସୁନ୍ଦରଗଡ଼ରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୨୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁର ଓ ନାୟାଗଡ଼ରୁ ୮ ଜଣ ଲେଖାଏଁ , ଜଗତସିଂହପୁରରୁ ୭ ଜଣ, ଭଦ୍ରକ ଓ ଢେଙ୍କାନାଳରୁ  ୬ ଜଣ ଲେଖାଏଁ, ଅନୁଗୁଳରୁ ୫ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟରୁ ୪ ଜଣ ଲେଖାଏଁ, ବରଗଡ଼ରୁ ୩, କେନ୍ଦୁଝରରୁ ୨, ରାୟଗଡ଼ା ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

Comment