ଓଡିଶାଲାଇଭ୍ ବ୍ୟୁରୋ

କରୋନା ପାଇଁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସଟ୍‌ଡାଉନ୍ ଘୋଷଣା କରାଯାଇଛି। ଏନେଇ ବରଗଡ଼ ସିଡିଏମ୍‌ଓ ସୂଚନା ଦେଇଛନ୍ତି।CGU newହସ୍ପିଟାଲର ଜଣେ ଡାକ୍ତରଙ୍କ ସ୍ଵାବ୍ ଟେଷ୍ଟ ପଜିଟିଭ୍ ଆସିବା ପରେ ହସ୍ପିଟାଲକୁ ୫ ଦିନ ପର୍ଯ୍ୟନ୍ତ ସଟ୍‌ଡାଉନ୍‌ କରିବାକୁ ନିଷ୍ପତ୍ତି ନିଆଯାଇଛି। ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କୁ ବୁର୍ଲା ଓ ବରଗଡ଼ ପୁରୁଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Comment