ଓଡିଶାଲାଇଭ୍ ବ୍ୟୁରୋ

ମୟୂରଭଞ୍ଜରୁ ତିନି କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ବ୍ରାଉନସୁଗାର ଜବତ କରିଛି କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌। ଏନେଇ ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି।CGU newମୟୂରଭଞ୍ଜ ଜିଲ୍ଲାରୁ ରବିବାର ୩.୨୮ କିଲୋଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୩ କୋଟିରୁ ଉର୍ଦ୍ଧ୍ଵ ହେବ। ଏହି ଘଟଣାରେ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ଏସ୍‌ଟିଏଫ୍‌ ପକ୍ଷରୁ ସୂଚନା ଦିଆଯିବ ବୋଲି ପୋଲିସ୍ ଡିଜି କହିଛନ୍ତି।

Comment