ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଆ ଫିଲ୍ମର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଗୁରୁତର ହୋଇ ଯାଇଛନ୍ତି। ତାଙ୍କୁ ଭୁବନେଶ୍ୱର କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

CGU newଗତ କିଛିଦିନ ତଳେ ବିଜୟ ମହାନ୍ତି ଅସୁସ୍ଥ ଥିଲେ। ହୃଦ ରୋଗଜନିତ ରୋଗରେ ପୀଡ଼ିତ ହୋଇ ହାଇଦ୍ରାବାଦର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଗତ ଜୁନ୍‌ ୧୪ ତାରିଖରେ ସେ ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଓଡ଼ିଶା ଫେରିଥିଲେ।

ସେ ତାଙ୍କ ଘରେ ଥିଲେ। ହେଲେ ଆଜି ତାଙ୍କ ସ୍ୱାସ୍ଥ୍ୟ ପୁଣି ଗୁରୁତର ହେବାରୁ ତାଙ୍କୁ ଘରୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

Comment