ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜଧାନୀ ଭୁବନେଶ୍ୱରରୁ ପୁଣି ୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି।

CGU newସତ୍ୟନଗର କାଳୀ ମନ୍ଦିର ନିକଟରୁ ଜଣେ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ କୋଳଥିଆରୁ ଜଣେ, ଘରୋଇ ହସ୍ପିଟାଲରୁ ଜଣେ, ଚନ୍ଦକାରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ଆଜିର ୨୧ ଜଣଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨ରେ ପହଞ୍ଚିଛି। ୬୨୫ ଜଣ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି।

Comment