ଓଡ଼ିଶାଲାଇଭ୍‌ ବ୍ୟୁରୋCORONA POSITIVE

ରାଜ୍ୟରେ ଆଜି ଯେଉଁ ୧୪୩୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୧୧୮ ଜଣ ଅଛନ୍ତି। ବିଏମସି ଟୁଇଟ କରି ଏହି ସୂଚନା ଦେଇଛି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୬୯ଜଣ ଥିବା ବେଳେ ୪୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ଅଛନ୍ତି।

ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୯ରେ ପହଁଚିଥିବା ବେଳେ ୧୬୯୧ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୮ ଜଣ ପ୍ରାଣ ହରାଇଥିବା ବେଳେ ୧୨୬୮ଟି ସକ୍ରିୟ କେସ୍ ରହିଛି ।

Comment