ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱର ସବୁଠୁ ଧନୀ କ୍ରିକେଟ୍ ଲିଗ୍। ଫଟାଫଟ୍ କ୍ରିକେଟର ଏହି ମଜାଦାର ମୁହୁର୍ତ୍ତକୁ ସମସ୍ତେ ଅନେଇ ବସିଛନ୍ତି। ଏଥର ଆଇପିଏଲରେ ୮ଟି ଦଳ ଭାଗନେବେ। ଯେଉଁଥିରେ ଭାରତୀୟ ଖେଳାଳିଙ୍କ ସହ ବିଦେଶୀ ଖେଳାଳି ମଧ୍ୟ ସାମିଲ ଅଛନ୍ତି।

ତେବେ ଆସନ୍ତୁ ଜାଣିବା କେଉଁ ଦଳରେ ଅଛନ୍ତି କେଉଁ ଖେଳାଳି?

ଚେନ୍ନାଇ ସୁପର କିଙ୍ଗ୍

ମହେନ୍ଦ୍ର ସିଂ ଧୋନୀ(ଅଧିନାୟକ), ଇମ୍ରାନ ତାହିର୍, ଲୁଙ୍ଗି ନିଗିଡି, ଋତୁରାଜ ଗାଏକ୍ଵାଡ୍, ସେନ୍ ଓ୍ଵାଟସନ୍, ଅମ୍ଵାତି ରାଇଡୁ,ମୂରଲୀ ବିଜୟ, କେଦାର ଯାଦବ, ରବୀନ୍ଦ୍ର ଜାଡ଼େଜା, ଦିପକ ଚହର, ପିୟୁଷ୍ ଚାଓ୍ଵଲା, ନାରାୟଣ ଜଗଦ୍ଦିଶନ୍, ମିଚେଲ ସାଣ୍ଟନର, କେଏମ୍ ଅସିଫ୍, ସାର୍ଦୁଲ ଠାକୁର, ସାଇ କିଶୋର, ଡ୍ୟୁପ୍ଲେସିସ୍, ମୋନୁ କୁମାର, ଡ୍ଵେନ୍ ବ୍ରାଭୋ, ଜୋସ୍ ହାଜଲଉଡ୍, ସାମ୍ କରନ୍ ଏବଂ କର୍ଣ୍ଣ ଶର୍ମା।ମୁମ୍ଵାଇ ଇଣ୍ଡିଆନ୍ସ

ରୋହିତ୍ ଶର୍ମା(ଅଧିନାୟକ), ଆଦିତ୍ୟ ତାରେ, ଅନମୋଲ୍ ପ୍ରୀତ୍ ସିଂହ, ଅନୁକୁଲ୍ ରାୟ, ଧବଲ୍ କୁଲ୍କର୍ଣ୍ଣି, ହାର୍ଦ୍ଦିକ ପାଣ୍ଡ୍ୟା, ଇଶାନ୍ କିଷନ୍, ଜଶପ୍ରୀତ୍ ବୁମ୍ରା, ଜୟନ୍ତ ଯାଦବ, କିରଣ ପୋଲାର୍ଡ, କ୍ରୁନାଲ୍ ପାଣ୍ଡ୍ୟା, ଲସିଥ୍ ମାଲିଙ୍ଗା, ମିଚେଲ ମାକ୍ଲେନ୍ଗାନ୍, କ୍ୱିଣ୍ଟନ ଡିକକ୍, ରାହୁଲ ଚହର, ସର୍ଫାନ ରାଦରଫୋର୍ଡ, ସୂର୍ଯ୍ୟ କୁମାର ଯାଦବ, ଟ୍ରେଣ୍ଟ ବୋଲ୍ଟ, ନାଥନ୍ କୁଲ୍ଟରନିଲ୍, ସୌରଭ ତିଓ୍ଵାରୀ, ମୋସିନ୍ ଖାନ୍, ଦିଗବିଜୟ ଦେଶମୁଖ, ପ୍ରିନ୍ସ ବଲବନ୍ତ ରାୟ ସିଂ।କୋଲକାତା ନାଇଟ୍ ରାଇଡର୍ସ

ଦୀନେଶ୍ କାର୍ତ୍ତିକ(ଅଧିନାୟକ), ଶିବମ୍ ମାଭି, ସନ୍ଦୀପ ଓ୍ଵାରିୟର, କୁଲଦୀପ୍ ଯାଦବ, ଇଓନ୍ ମୋର୍ଗାନ୍, ପାଟ୍ କମିନ୍ସ, ହ୍ୟାରି ଗର୍ନି, ସୁନିଲ୍ ନାରିନ୍, ନିଖିଲ୍ ନାୟକ, ଏମ୍ ସିଦ୍ଧାର୍ଥ, ଆଣ୍ଡ୍ରେ ରସେଲ୍, ଲୋକି ଫାର୍ଗୁସନ୍, ପ୍ରସିଦ୍ଧ କ୍ରିଷ୍ଣା, ଶୁଭମନ ଗିଲ୍, ନିତିଶ୍ ରାଣା, ସିଦେଶ୍ ଲାଡ୍, କମଳେଶ୍ ନଗରକୋଟି, ରିଙ୍କୁ ସିଂହ, ବରୁଣ ଚକ୍ରବର୍ତ୍ତୀ, ଟମ୍ ବାଣ୍ଟୋନ୍, ପ୍ରବୀଣ ତାମ୍ଵେ, କ୍ରିସ ଗ୍ରୀନ୍, ରାହୁଲ ତ୍ରିପାଠୀ।

ଦିଲ୍ଲୀ କ୍ୟାପିଟାଲ୍ସ

ଶ୍ରେୟାସ୍ ଆୟାର(ଅଧିନାୟକ), ଆଜିଙ୍କ୍ୟ ରାହାଣେ, ଅମିତ୍ ମିଶ୍ରା, ଅବେଶ୍ ଖାନ୍, ଅକ୍ଷର ପଟେଲ୍, ହର୍ଷଲ୍ ପଟେଲ୍, ଈଶାନ୍ତ ଶର୍ମା, କାଗିସୋ ରବାଡା, କିମୋ ପଲ୍, ପୃଥୀ ସ୍ୱ, ରବିଚନ୍ଦ୍ରନ୍ ଅଶ୍ଵିନୀ, ରିଷବ ପନ୍ତ, ସନ୍ଦୀପ ଲାମିଚାନେ, ଶିଖର ଧାଓ୍ଵନ୍, ଯଶନ୍ ରୟ, ଆଲେକ୍ସ କ୍ୟାରି, ସିସ୍ରୋନ୍ ହେଟମିର, ମୋହିତ ଶର୍ମା, ତୁଷାର ଦେଶପାଣ୍ଡେ, ମାର୍କସ୍ ଷ୍ଟୋନିସ୍, ଲଲିତ ଯାଦବ, ଅନରିଚ୍ ନର୍ଟଯେ।

କିଙ୍ଗସ୍ ଇଲେଭେନ୍ ପଞ୍ଜାବ 

କେଏଲ୍ ରାହୁଲ (ଅଧିନାୟକ), ହରପ୍ରୀତ୍ ବ୍ରାର୍, ଇଶାନ୍ ପୋରେଲ୍, ମନ୍ଦୀପ ସିଂହ, ଜିମ୍ମି ନିଶାନ୍, ତାଜିନ୍ଦର୍ ସିଂହ, କ୍ରିସ୍ ଜୋରଦାନ୍, କରୁଣ ନାଏର, ଦିପକ୍ ହୁଡ୍ଡା, ରବି ବିଷ୍ଣୋଇ, ଅର୍ସଦିପ୍ ସିଂହ, ଗ୍ଲେନ୍ ମ୍ୟାକ୍ସଓ୍ଵେଲ୍, ମୁଜିବ-ଉର୍-ରେହେମାନ, ସର୍ଫରାଜ ଖାନ୍, ସେଲ୍ଡନ୍ କର୍ଟେଲ୍, ମୟଙ୍କ ଅଗ୍ରଓ୍ଵାଲ୍, ମହମ୍ମଦ ସାମି, ଦର୍ଶନ ନାଲକାଣ୍ଡେ, ନିକୋଲାସ୍ ପୁରନ୍, କ୍ରିସ୍ ଗେଲ୍, ମୁରୁଗାନ୍ ଅଶ୍ଵିନ, ଜଗଦୀଶା ସୁଚିତ୍, କ୍ରଷ୍ଣପା ଗୋଥାମ୍, ହର୍ଦସ ଭିଲଜୋଏନ୍, ସିମରନ୍ ସିଂହ।

ରାଜସ୍ଥାନ ରୟାଲ୍ସ 

ଷ୍ଟିଭ୍ ସ୍ମିଥ୍(ଅଧିନାୟକ), ବେନ୍ ଷ୍ଟୋକ୍ସ, ସଞ୍ଜୁ ସାମସନ୍, ଆଣ୍ଡ୍ରୁ ଟାଏ, କାର୍ତ୍ତିକ ତ୍ୟାଗୀ, ଅଙ୍କିତ ରାଜପୁତ, ଶ୍ରେୟାସ୍ ଗୋପାଲ, ରାହୁଲ ତେଓ୍ଵାଟିଆ, ଜୟଦେବ ଉନତ୍କତ୍, ମୟଙ୍କ ମାର୍କାଣ୍ଡେ, ମହିପାଲ୍ ଲୋମରୋର୍, ଓସାନୀ ଥୋମାସ୍, ରିୟାନ୍ ପରାଗ, ଜଶସ୍ଵୀ ଜୟସ୍ଵାଲ୍, ଅନୁଜ୍ ରାଓ୍ଵାତ୍, ଆକାଶ ସିଂହ, ଜୋଫ୍ରା ଆର୍କର୍, ଡେଭିଡ ମିଲର୍, ଜସ୍ ବଟଲର୍, ମନ୍ ଭୋରା, ଶସାଙ୍କ ସିଂହ, ବରୁଣ ଆରୋନ୍, ଟମ୍ କୁରାନ୍, ରବିନ୍ ଉତ୍ଥାପା, ଅନିରୁଦ୍ଧ ଜୋଶୀ।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ

ବିରାଟ କୋହଲି(ଅଧିନାୟକ), ମହମ୍ମଦ ସିରାଜ୍, କ୍ରିସ୍ ମୋରିସ୍, ଜୋସ୍ ଫିଲିପ, ମୋଇନ୍ ଅଲ୍ଲୀ, ଆରୋନ୍ ପିଞ୍ଚ୍, ଏ ବି ଡେଭିଲିୟର୍ସ, ସାହାବାଜ୍ ଅହମ୍ମଦ, ପାର୍ଥିବ ପଟେଲ୍, ୟୁଜୁଭେନ୍ଦ୍ର ଚାଓ୍ଵାଲା, ନବଦୀପ୍ ସାଇନି, ଇସୁରୁ ଉଦାନା, ଡାଲେ ଷ୍ଟେନ୍, ପବନ୍ ନେଗି, ଦେବଦତ୍ତ ପାଡିକାଲ୍, ଶିଭମ୍ ଦୁବେ, ଉମେଶ ଯାଦବ, ଗରୁକିରତ୍ ମନ୍ସିଂ, ଓ୍ଵାସିଂଟନ୍ ସୁନ୍ଦର, ପବନ ଦେଶପାଣ୍ଡେ, କାନି ରିଚାର୍ଡସନ୍।ସନରାଇଜର୍ସ ହାଇଦ୍ରାବାଦ୍

ଡେଭିଡ ଓ୍ଵାର୍ଣ୍ଣର(ଅଧିନାୟକ), ରସିଦ୍ ଖାନ୍, ସଞ୍ଜୟ ଯାଦବ, ବର୍ଦ୍ଧମାନ ଶାହା, ଖଲିଲ୍ ଅହମ୍ମଦ, ସନ୍ଦୀପ ଶର୍ମା, ଅବ୍ଦୁନ ସାମଦ୍, ମାଇକେଲ୍ ମର୍ସ, ଶ୍ରୀଭଟ୍ସ ଗେସ୍ଵାମୀ, ମହମ୍ମଦ ନବି, ଫଆବିଆନ୍ ଆଲେନ୍, ଅଭିଶେକ୍ ଶର୍ମା, ବସିଲ ଥାମ୍ପି, ବିଲ୍ଲି ଷ୍ଟାନଲେକ୍, ସନ୍ଦୀପ ବାଭାନ୍କା, ଭୁବନେଶ୍ଵର କୁମାର, ବିରାଟ ସିଂହ, ନଟରାଜନ୍, କେନ୍ ଓ୍ଵିଲିୟମ୍, ସାହାବାଜ୍ ନାଦିମ୍, ଜନି ବାଇରଷ୍ଟୋ, ମନିଷ୍ ପାଣ୍ଡେ, ବିଜୟ ଶଙ୍କର, ସିଦ୍ଧାର୍ଥ କୌଲ୍, ପ୍ରିୟମ୍ ଗର୍ଗ।

Comment