ଓଡ଼ିଶାଲାଇଭ୍ ବ୍ୟୁରୋ

ipl

ଆଇପିଏଲର ପ୍ରଥମ ମ୍ୟାଚ୍ ପରେ ଆଜି ଦ୍ୱିତୀୟ ଦିନରେ ଭେଟାଭେଟି ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଓ କିଙ୍ଗସ୍ ଇଲେଭେନ୍ ପଞ୍ଜାବ। ଭାରତୀୟ ସମୟ ସନ୍ଧ୍ୟା ସାଢ଼େ ୭ଟାରେ ଆଜି ଏହି ମ୍ୟାଚ୍ ଖେଳାଯିବ।

ଦୁଇଦଳକୁ ଦେଖିବାକୁ ଗଲେ ଦୁଇଟି ଯାକ ଦଳ ଯୁବ ନେତୃତ୍ୱ ସହ ପଡ଼ିଆକୁ ଓହ୍ଲାଇବେ। ଦିଲ୍ଲୀ ଦଳର ନେତୃତ୍ୱ ଶ୍ରେୟାସ ଆୟାରଙ୍କ ହାତରେ ଥିବାବେଳେ ପଞ୍ଜାବ ଦଳର କମାଣ ସମ୍ଭାଳିବେ କେ ଏଲ୍ ରାହୁଲ।

ଦିଲ୍ଲୀ କ୍ୟାପିଟାଲ୍ସ

ଶ୍ରେୟାସ୍ ଆୟାର(ଅଧିନାୟକ), ଆଜିଙ୍କ୍ୟ ରାହାଣେ, ଅମିତ୍ ମିଶ୍ରା, ଅବେଶ୍ ଖାନ୍, ଅକ୍ଷର ପଟେଲ୍, ହର୍ଷଲ୍ ପଟେଲ୍, ଈଶାନ୍ତ ଶର୍ମା, କାଗିସୋ ରବାଡା, କିମୋ ପଲ୍, ପୃଥୀ ସ୍ୱ, ରବିଚନ୍ଦ୍ରନ୍ ଅଶ୍ଵିନୀ, ରିଷବ ପନ୍ତ, ସନ୍ଦୀପ ଲାମିଚାନେ, ଶିଖର ଧାଓ୍ଵନ୍, ଯଶନ୍ ରୟ, ଆଲେକ୍ସ କ୍ୟାରି, ସିସ୍ରୋନ୍ ହେଟମିର, ମୋହିତ ଶର୍ମା, ତୁଷାର ଦେଶପାଣ୍ଡେ, ମାର୍କସ୍ ଷ୍ଟୋନିସ୍, ଲଲିତ ଯାଦବ, ଅନରିଚ୍ ନର୍ଟଯେ।

କିଙ୍ଗସ୍ ଇଲେଭେନ୍ ପଞ୍ଜାବ

କେଏଲ୍ ରାହୁଲ (ଅଧିନାୟକ), ହରପ୍ରୀତ୍ ବ୍ରାର୍, ଇଶାନ୍ ପୋରେଲ୍, ମନ୍ଦୀପ ସିଂହ, ଜିମ୍ମି ନିଶାନ୍, ତାଜିନ୍ଦର୍ ସିଂହ, କ୍ରିସ୍ ଜୋରଦାନ୍, କରୁଣ ନାଏର, ଦିପକ୍ ହୁଡ୍ଡା, ରବି ବିଷ୍ଣୋଇ, ଅର୍ସଦିପ୍ ସିଂହ, ଗ୍ଲେନ୍ ମ୍ୟାକ୍ସଓ୍ଵେଲ୍, ମୁଜିବ-ଉର୍-ରେହେମାନ, ସର୍ଫରାଜ ଖାନ୍, ସେଲ୍ଡନ୍ କର୍ଟେଲ୍, ମୟଙ୍କ ଅଗ୍ରଓ୍ଵାଲ୍, ମହମ୍ମଦ ସାମି, ଦର୍ଶନ ନାଲକାଣ୍ଡେ, ନିକୋଲାସ୍ ପୁରନ୍, କ୍ରିସ୍ ଗେଲ୍, ମୁରୁଗାନ୍ ଅଶ୍ଵିନ, ଜଗଦୀଶା ସୁଚିତ୍, କ୍ରଷ୍ଣପା ଗୋଥାମ୍, ହର୍ଦସ ଭିଲଜୋଏନ୍, ସିମରନ୍ ସିଂହ।

Comment