ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଆଇପିଏଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ ସନରାଇଜର୍ସ ହାଇଦ୍ରାବାଦ। ସନ୍ଧ୍ୟା ସାଢ଼େ ୭ଟାରେ ଆବୁଧାବିରେ ଏହି ମ୍ୟାଚ୍ ଖେଳାଯିବ।

ଦିଲ୍ଲୀ କ୍ୟାପିଟାଲ୍ ଏପର୍ଯ୍ୟନ୍ତ ଟୁର୍ଣ୍ଣାମେଣ୍ଟରେ ଚତ୍ମକାର ପ୍ରଦର୍ଶନ କରିଛି। ଦଳର ଟପ ଅର୍ଡର ସଫଳ ହେବା ସହିତ ପୃଥ୍ୱୀ ସ ଓ ଶ୍ରେୟାସ୍ ଆୟାର ବୋଲରମାନଙ୍କୁ ଚିନ୍ତାରେ ପକାଇଛନ୍ତି। ଏଥିସହ ଦଳର ବୋଲିଂ ଲାଇନ୍ ଅପ ମଧ୍ୟ ବେଶ୍ ଭଲ ପ୍ରଦର୍ଶନ କରିଛି।

ସେହିଭଳି ସନରାଇଜର୍ସ ହାଇଦ୍ରାବାଦ ପାଇଁ ଏଥରର ଆଇପିଏଲ୍ ଭଲ ହେଇନି। ଦଳ ଲଗାତାର ମ୍ୟାଚରେ ହାରିଥିବାବେଳେ ଜିତିବାକୁ ସଂଘର୍ଷ କରୁଛି। ତେଣୁ ଡେଭିଡ୍ ୱାର୍ନରଙ୍କ ଦଳ ଏହି ମ୍ୟାଚ୍ ଜିତି ଟୁର୍ଣ୍ଣାମେଣ୍ଟକୁ କମବ୍ୟାକ୍ କରିବାକୁ ଲକ୍ଷ୍ୟ ରଖିଛି।

ଦିଲ୍ଲୀ କ୍ୟାପିଟାଲ୍ସ

ଶ୍ରେୟାସ୍ ଆୟାର(ଅଧିନାୟକ), ଆଜିଙ୍କ୍ୟ ରାହାଣେ, ଅମିତ୍ ମିଶ୍ରା, ଅବେଶ୍ ଖାନ୍, ଅକ୍ଷର ପଟେଲ୍, ହର୍ଷଲ୍ ପଟେଲ୍, ଈଶାନ୍ତ ଶର୍ମା, କାଗିସୋ ରବାଡା, କିମୋ ପଲ୍, ପୃଥୀ ସ୍ୱ, ରବିଚନ୍ଦ୍ରନ୍ ଅଶ୍ଵିନୀ, ରିଷବ ପନ୍ତ, ସନ୍ଦୀପ ଲାମିଚାନେ, ଶିଖର ଧାଓ୍ଵନ୍, ଯଶନ୍ ରୟ, ଆଲେକ୍ସ କ୍ୟାରି, ସିସ୍ରୋନ୍ ହେଟମିର, ମୋହିତ ଶର୍ମା, ତୁଷାର ଦେଶପାଣ୍ଡେ, ମାର୍କସ୍ ଷ୍ଟୋନିସ୍, ଲଲିତ ଯାଦବ, ଅନରିଚ୍ ନର୍ଟଯେ।

ସନରାଇଜର୍ସ ହାଇଦ୍ରାବାଦ୍

ଡେଭିଡ ଓ୍ଵାର୍ଣ୍ଣର(ଅଧିନାୟକ), ରସିଦ୍ ଖାନ୍, ସଞ୍ଜୟ ଯାଦବ, ବର୍ଦ୍ଧମାନ ଶାହା, ଖଲିଲ୍ ଅହମ୍ମଦ, ସନ୍ଦୀପ ଶର୍ମା, ଅବ୍ଦୁନ ସାମଦ୍, ମାଇକେଲ୍ ମର୍ସ, ଶ୍ରୀଭଟ୍ସ ଗେସ୍ଵାମୀ, ମହମ୍ମଦ ନବି, ଫଆବିଆନ୍ ଆଲେନ୍, ଅଭିଶେକ୍ ଶର୍ମା, ବସିଲ ଥାମ୍ପି, ବିଲ୍ଲି ଷ୍ଟାନଲେକ୍, ସନ୍ଦୀପ ବାଭାନ୍କା, ଭୁବନେଶ୍ଵର କୁମାର, ବିରାଟ ସିଂହ, ନଟରାଜନ୍, କେନ୍ ଓ୍ଵିଲିୟମ୍, ସାହାବାଜ୍ ନାଦିମ୍, ଜନି ବାଇରଷ୍ଟୋ, ମନିଷ୍ ପାଣ୍ଡେ, ବିଜୟ ଶଙ୍କର, ସିଦ୍ଧାର୍ଥ କୌଲ୍, ପ୍ରିୟମ୍ ଗର୍ଗ।

Comment