ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଆଇପିଏଲରେ ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ ରାଇଡର୍ସ। ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଦୁବାଇରେ ଖେଳାଯିବ।

ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ ରାଇଡର୍ସ ଉଭୟଙ୍କ ପାଇଁ ଏହି ମ୍ୟାଚ୍ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ରାଜସ୍ଥାନ ଟୁର୍ଣ୍ଣାମେଣ୍ଟରେ ନିଜର ବିଜୟ ଧାରା ବଜାୟ ରଖିବାକୁ ଚାହୁଁଥିବାବେଳେ କେକେଆର୍ ମଧ୍ୟ ଏହି ଟିମକୁ ହରାଇବାକୁ ଲକ୍ଷ୍ୟ ରଖିବ। ଦୁଇ ଦଳକୁ ଦେଖିଲେ ରାଜସ୍ଥାନ ବର୍ତ୍ତମାନ କେକେଆର୍ ଅପେକ୍ଷା ବେଶ ଶକ୍ତିଶାଳୀ ରହିଛି। ବିଶେଷକରି ସଞ୍ଜୁ ସାମସନ ଓ ଷ୍ଟିଭ୍ ସ୍ମିଥ୍ ଦଳ ପାଇଁ ଲକି ସାବ୍ୟସ୍ତ ହୋଇଛନ୍ତି। ତେଣ ଦର୍ଶକମାନେ ଆଜି ଏକ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ପାଇବେ।ରାଜସ୍ଥାନ ରୟାଲ୍ସ 

ଷ୍ଟିଭ୍ ସ୍ମିଥ୍(ଅଧିନାୟକ), ବେନ୍ ଷ୍ଟୋକ୍ସ, ସଞ୍ଜୁ ସାମସନ୍, ଆଣ୍ଡ୍ରୁ ଟାଏ, କାର୍ତ୍ତିକ ତ୍ୟାଗୀ, ଅଙ୍କିତ ରାଜପୁତ, ଶ୍ରେୟାସ୍ ଗୋପାଲ, ରାହୁଲ ତେଓ୍ଵାଟିଆ, ଜୟଦେବ ଉନତ୍କତ୍, ମୟଙ୍କ ମାର୍କାଣ୍ଡେ, ମହିପାଲ୍ ଲୋମରୋର୍, ଓସାନୀ ଥୋମାସ୍, ରିୟାନ୍ ପରାଗ, ଜଶସ୍ଵୀ ଜୟସ୍ଵାଲ୍, ଅନୁଜ୍ ରାଓ୍ଵାତ୍, ଆକାଶ ସିଂହ, ଜୋଫ୍ରା ଆର୍କର୍, ଡେଭିଡ ମିଲର୍, ଜସ୍ ବଟଲର୍, ମନ୍ ଭୋରା, ଶସାଙ୍କ ସିଂହ, ବରୁଣ ଆରୋନ୍, ଟମ୍ କୁରାନ୍, ରବିନ୍ ଉତ୍ଥାପା, ଅନିରୁଦ୍ଧ ଜୋଶୀ।

କୋଲକାତା ନାଇଟ୍ ରାଇଡର୍ସ

ଦୀନେଶ୍ କାର୍ତ୍ତିକ(ଅଧିନାୟକ), ଶିବମ୍ ମାଭି, ସନ୍ଦୀପ ଓ୍ଵାରିୟର, କୁଲଦୀପ୍ ଯାଦବ, ଇଓନ୍ ମୋର୍ଗାନ୍, ପାଟ୍ କମିନ୍ସ, ହ୍ୟାରି ଗର୍ନି, ସୁନିଲ୍ ନାରିନ୍, ନିଖିଲ୍ ନାୟକ, ଏମ୍ ସିଦ୍ଧାର୍ଥ, ଆଣ୍ଡ୍ରେ ରସେଲ୍, ଲୋକି ଫାର୍ଗୁସନ୍, ପ୍ରସିଦ୍ଧ କ୍ରିଷ୍ଣା, ଶୁଭମନ ଗିଲ୍, ନିତିଶ୍ ରାଣା, ସିଦେଶ୍ ଲାଡ୍, କମଳେଶ୍ ନଗରକୋଟି, ରିଙ୍କୁ ସିଂହ, ବରୁଣ ଚକ୍ରବର୍ତ୍ତୀ, ଟମ୍ ବାଣ୍ଟୋନ୍, ପ୍ରବୀଣ ତାମ୍ଵେ, କ୍ରିସ ଗ୍ରୀନ୍, ରାହୁଲ ତ୍ରିପାଠୀ।

Comment