ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇପିଏଲରେ ଆଜି ଖେଳାଯିବ ଦୁଇଟି ମ୍ୟାଚ୍। ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ରୟାଲ ଚାଲେଞ୍ଜର୍ସ ବେଙ୍ଗାଳୁରୁ ଏବଂ ରାଜସ୍ଥାନ ରୟାଲ୍ସ। ଅପରାହ୍ଣ ସାଢ଼େ ୩ଟାରେ ଏହି ମ୍ୟାଚ୍ ଆବୁଧାବିରେ ଖେଳାଯିବ।

ଉଭୟ ଦଳ ପାଇଁ ଏହି ମ୍ୟାଚ୍ ବେଶ୍ ଗୁରୁତ୍ୱପୂର୍ଣ୍ଣ ରହିବ। ରାଜସ୍ଥାନ ରୟାଲ୍ସ ଟୁର୍ଣ୍ଣାମେଣ୍ଟରେ ନିଜର ବିଜୟ ଧାରାକୁ ପୁଣି ଫେରିବାକୁ ଚାହିଁବ। ସେହିପରି କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚାଲେଞ୍ଜର୍ସ ମଧ୍ୟ ଏହି ମ୍ୟାଚରେ ରାଜସ୍ଥାନକୁ ମାତ୍ ଦେବାକୁ ଲକ୍ଷ୍ୟ ରଖିଛି।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ

ବିରାଟ କୋହଲି(ଅଧିନାୟକ), ମହମ୍ମଦ ସିରାଜ୍, କ୍ରିସ୍ ମୋରିସ୍, ଜୋସ୍ ଫିଲିପ, ମୋଇନ୍ ଅଲ୍ଲୀ, ଆରୋନ୍ ପିଞ୍ଚ୍, ଏ ବି ଡେଭିଲିୟର୍ସ, ସାହାବାଜ୍ ଅହମ୍ମଦ, ପାର୍ଥିବ ପଟେଲ୍, ୟୁଜୁଭେନ୍ଦ୍ର ଚାଓ୍ଵାଲା, ନବଦୀପ୍ ସାଇନି, ଇସୁରୁ ଉଦାନା, ଡାଲେ ଷ୍ଟେନ୍, ପବନ୍ ନେଗି, ଦେବଦତ୍ତ ପାଡିକାଲ୍, ଶିଭମ୍ ଦୁବେ, ଉମେଶ ଯାଦବ, ଗରୁକିରତ୍ ମନ୍ସିଂ, ଓ୍ଵାସିଂଟନ୍ ସୁନ୍ଦର, ପବନ ଦେଶପାଣ୍ଡେ, କାନି ରିଚାର୍ଡସନ୍।

ରାଜସ୍ଥାନ ରୟାଲ୍ସ 

ଷ୍ଟିଭ୍ ସ୍ମିଥ୍(ଅଧିନାୟକ), ବେନ୍ ଷ୍ଟୋକ୍ସ, ସଞ୍ଜୁ ସାମସନ୍, ଆଣ୍ଡ୍ରୁ ଟାଏ, କାର୍ତ୍ତିକ ତ୍ୟାଗୀ, ଅଙ୍କିତ ରାଜପୁତ, ଶ୍ରେୟାସ୍ ଗୋପାଲ, ରାହୁଲ ତେଓ୍ଵାଟିଆ, ଜୟଦେବ ଉନତ୍କତ୍, ମୟଙ୍କ ମାର୍କାଣ୍ଡେ, ମହିପାଲ୍ ଲୋମରୋର୍, ଓସାନୀ ଥୋମାସ୍, ରିୟାନ୍ ପରାଗ, ଜଶସ୍ଵୀ ଜୟସ୍ଵାଲ୍, ଅନୁଜ୍ ରାଓ୍ଵାତ୍, ଆକାଶ ସିଂହ, ଜୋଫ୍ରା ଆର୍କର୍, ଡେଭିଡ ମିଲର୍, ଜସ୍ ବଟଲର୍, ମନ୍ ଭୋରା, ଶସାଙ୍କ ସିଂହ, ବରୁଣ ଆରୋନ୍, ଟମ୍ କୁରାନ୍, ରବିନ୍ ଉତ୍ଥାପା, ଅନିରୁଦ୍ଧ ଜୋଶୀ।

Comment