ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଆଇପିଏଲ୍ ମ୍ୟାଚରେ ଭେଟାଭେଟି ହେବାକୁ ଯାଉଛନ୍ତି ଆରସିବି ଓ ଦିଲ୍ଲୀ କ୍ୟାପିଟାଲ୍ସ। ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଦୁବାଇରେ ଖେଳାଯିବ।
ଉଭୟ ଦଳ ପାଇଁ ଏହି ମ୍ୟାଚ୍ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଆରସିବି ବର୍ତ୍ତମାନ ଚତ୍ମକାର ପ୍ରଦର୍ଶନ କରୁଥିବାବେଳେ ଆଉ ଏକ ବିଜୟ ହାସଲ କରିବାକୁ ଲକ୍ଷ୍ୟ ରଖିଛି। ଅନ୍ୟପଟେ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟ ଶ୍ରେୟାସ ଆୟାରଙ୍କ ନେତୃତ୍ୱରେ ବେଶ୍ ଭଲ ପ୍ରଦର୍ଶନ କରୁଛି। ଏହି ମ୍ୟାଚରେ ବିରାଟ କୋହଲିଙ୍କଠୁ ଆରସିବି ବଡ଼ ଇଂନିସ୍ ଲକ୍ଷ୍ୟ ରଖିଛି। ସେହିପରି ଶ୍ରେୟାସ୍ ଆୟାର ମଧ୍ୟ ଏହି ମ୍ୟାଚରେ ନିଜ ଟିମକୁ ଜିତାଇବାକୁ ଚାହିଁବେ।
ଦିଲ୍ଲୀ କ୍ୟାପିଟାଲ୍ସ
ଶ୍ରେୟାସ୍ ଆୟାର(ଅଧିନାୟକ), ଆଜିଙ୍କ୍ୟ ରାହାଣେ, ଅମିତ୍ ମିଶ୍ରା, ଅବେଶ୍ ଖାନ୍, ଅକ୍ଷର ପଟେଲ୍, ହର୍ଷଲ୍ ପଟେଲ୍, ଈଶାନ୍ତ ଶର୍ମା, କାଗିସୋ ରବାଡା, କିମୋ ପଲ୍, ପୃଥୀ ସ୍ୱ, ରବିଚନ୍ଦ୍ରନ୍ ଅଶ୍ଵିନୀ, ରିଷବ ପନ୍ତ, ସନ୍ଦୀପ ଲାମିଚାନେ, ଶିଖର ଧାଓ୍ଵନ୍, ଯଶନ୍ ରୟ, ଆଲେକ୍ସ କ୍ୟାରି, ସିସ୍ରୋନ୍ ହେଟମିର, ମୋହିତ ଶର୍ମା, ତୁଷାର ଦେଶପାଣ୍ଡେ, ମାର୍କସ୍ ଷ୍ଟୋନିସ୍, ଲଲିତ ଯାଦବ, ଅନରିଚ୍ ନର୍ଟଯେ।
ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ
ବିରାଟ କୋହଲି(ଅଧିନାୟକ), ମହମ୍ମଦ ସିରାଜ୍, କ୍ରିସ୍ ମୋରିସ୍, ଜୋସ୍ ଫିଲିପ, ମୋଇନ୍ ଅଲ୍ଲୀ, ଆରୋନ୍ ପିଞ୍ଚ୍, ଏ ବି ଡେଭିଲିୟର୍ସ, ସାହାବାଜ୍ ଅହମ୍ମଦ, ପାର୍ଥିବ ପଟେଲ୍, ୟୁଜୁଭେନ୍ଦ୍ର ଚାଓ୍ଵାଲା, ନବଦୀପ୍ ସାଇନି, ଇସୁରୁ ଉଦାନା, ଡାଲେ ଷ୍ଟେନ୍, ପବନ୍ ନେଗି, ଦେବଦତ୍ତ ପାଡିକାଲ୍, ଶିଭମ୍ ଦୁବେ, ଉମେଶ ଯାଦବ, ଗରୁକିରତ୍ ମନ୍ସିଂ, ଓ୍ଵାସିଂଟନ୍ ସୁନ୍ଦର, ପବନ ଦେଶପାଣ୍ଡେ, କାନି ରିଚାର୍ଡସନ୍।


















