ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ। ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଆବୁଧାବିରେ ଖେଳାଯିବ।

ମୁମ୍ବାଇ ଓ ରାଜସ୍ଥାନ ମଧ୍ୟରେ ଖେଳାଯିବାକୁ ଥିବା ଏହି ମ୍ୟାଚ ବେଶ ସଂଘର୍ଷପୂର୍ଣ୍ଣ ହେବ ବୋଲି କୁହାଯାଉଛି। ଦୁଇଟି ଯାକ ଦଳରେ ଷ୍ଟାର ଖେଳାଳି ଥିବାବେଳେ ଅନେକ ମ୍ୟାଚ୍ ବିଜେତା ମଧ୍ୟ ସାମିଲ ଅଛନ୍ତି। ବିଶେଷକରି ରାଜସ୍ଥାନ ପଟେ ଷ୍ଟିଭ୍ ସ୍ମିଥ୍, ସଞ୍ଜୁ ସାମସନଙ୍କ ପରି ଖେଳାଳି ଥିବାବେଳେ ମୁମ୍ବାଇ ପଟେ ରୋହିତ, ପାଣ୍ଡ୍ୟା, ପୋଲାର୍ଡ ଅଛନ୍ତି।

ମୁମ୍ଵାଇ ଇଣ୍ଡିଆନ୍ସ

ରୋହିତ୍ ଶର୍ମା(ଅଧିନାୟକ), ଆଦିତ୍ୟ ତାରେ, ଅନମୋଲ୍ ପ୍ରୀତ୍ ସିଂହ, ଅନୁକୁଲ୍ ରାୟ, ଧବଲ୍ କୁଲ୍କର୍ଣ୍ଣି, ହାର୍ଦ୍ଦିକ ପାଣ୍ଡ୍ୟା, ଇଶାନ୍ କିଷନ୍, ଜଶପ୍ରୀତ୍ ବୁମ୍ରା, ଜୟନ୍ତ ଯାଦବ, କିରଣ ପୋଲାର୍ଡ, କ୍ରୁନାଲ୍ ପାଣ୍ଡ୍ୟା, ଲସିଥ୍ ମାଲିଙ୍ଗା, ମିଚେଲ ମାକ୍ଲେନ୍ଗାନ୍, କ୍ୱିଣ୍ଟନ ଡିକକ୍, ରାହୁଲ ଚହର, ସର୍ଫାନ ରାଦରଫୋର୍ଡ, ସୂର୍ଯ୍ୟ କୁମାର ଯାଦବ, ଟ୍ରେଣ୍ଟ ବୋଲ୍ଟ, ନାଥନ୍ କୁଲ୍ଟରନିଲ୍, ସୌରଭ ତିଓ୍ଵାରୀ, ମୋସିନ୍ ଖାନ୍, ଦିଗବିଜୟ ଦେଶମୁଖ, ପ୍ରିନ୍ସ ବଲବନ୍ତ ରାୟ ସିଂ।

ରାଜସ୍ଥାନ ରୟାଲ୍ସ 

ଷ୍ଟିଭ୍ ସ୍ମିଥ୍(ଅଧିନାୟକ), ବେନ୍ ଷ୍ଟୋକ୍ସ, ସଞ୍ଜୁ ସାମସନ୍, ଆଣ୍ଡ୍ରୁ ଟାଏ, କାର୍ତ୍ତିକ ତ୍ୟାଗୀ, ଅଙ୍କିତ ରାଜପୁତ, ଶ୍ରେୟାସ୍ ଗୋପାଲ, ରାହୁଲ ତେଓ୍ଵାଟିଆ, ଜୟଦେବ ଉନତ୍କତ୍, ମୟଙ୍କ ମାର୍କାଣ୍ଡେ, ମହିପାଲ୍ ଲୋମରୋର୍, ଓସାନୀ ଥୋମାସ୍, ରିୟାନ୍ ପରାଗ, ଜଶସ୍ଵୀ ଜୟସ୍ଵାଲ୍, ଅନୁଜ୍ ରାଓ୍ଵାତ୍, ଆକାଶ ସିଂହ, ଜୋଫ୍ରା ଆର୍କର୍, ଡେଭିଡ ମିଲର୍, ଜସ୍ ବଟଲର୍, ମନ୍ ଭୋରା, ଶସାଙ୍କ ସିଂହ, ବରୁଣ ଆରୋନ୍, ଟମ୍ କୁରାନ୍, ରବିନ୍ ଉତ୍ଥାପା, ଅନିରୁଦ୍ଧ ଜୋଶୀ।

Comment