ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇପିଏଲରେ ଆଜି ଦେଖିବାକୁ ମିଳିବ ହାଇଭୋଲଟେଜ୍ ମୁକାବିଲା। ଯେଉଁଥିରେ ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ। ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଆବୁଧାବିରେ ଖେଳାଯିବ।
ଟୁର୍ଣ୍ଣାମେଣ୍ଟରେ ଦୁଇଟି ଯାକ ଦଳ ଏଯାବତ ବେଶ ଭଲ ପ୍ରଦର୍ଶନ କରିଛନ୍ତି। ତେଣୁ ସୁପର ସଣ୍ଡେରେ ଏହି ସୁପର ମୁକାବିଲା ଦେଖିବାକୁ ମିଳିବ। ଏହି ମ୍ୟାଚରେ ରୋହିତ, ପାଣ୍ଡ୍ୟା ଓ ଶ୍ରେୟାସଙ୍କ ଉପରେ ନଜର ରହିବ।
ମୁମ୍ଵାଇ ଇଣ୍ଡିଆନ୍ସ
ରୋହିତ୍ ଶର୍ମା(ଅଧିନାୟକ), ଆଦିତ୍ୟ ତାରେ, ଅନମୋଲ୍ ପ୍ରୀତ୍ ସିଂହ, ଅନୁକୁଲ୍ ରାୟ, ଧବଲ୍ କୁଲ୍କର୍ଣ୍ଣି, ହାର୍ଦ୍ଦିକ ପାଣ୍ଡ୍ୟା, ଇଶାନ୍ କିଷନ୍, ଜଶପ୍ରୀତ୍ ବୁମ୍ରା, ଜୟନ୍ତ ଯାଦବ, କିରଣ ପୋଲାର୍ଡ, କ୍ରୁନାଲ୍ ପାଣ୍ଡ୍ୟା, ମିଚେଲ ମାକ୍ଲେନ୍ଗାନ୍, କ୍ୱିଣ୍ଟନ ଡିକକ୍, ରାହୁଲ ଚହର, ସର୍ଫାନ ରାଦରଫୋର୍ଡ, ସୂର୍ଯ୍ୟ କୁମାର ଯାଦବ, ଟ୍ରେଣ୍ଟ ବୋଲ୍ଟ, ନାଥନ୍ କୁଲ୍ଟରନିଲ୍, ସୌରଭ ତିଓ୍ଵାରୀ, ମୋସିନ୍ ଖାନ୍, ଦିଗବିଜୟ ଦେଶମୁଖ, ପ୍ରିନ୍ସ ବଲବନ୍ତ ରାୟ ସିଂ।
ଦିଲ୍ଲୀ କ୍ୟାପିଟାଲ୍ସ
ଶ୍ରେୟାସ୍ ଆୟାର(ଅଧିନାୟକ), ଆଜିଙ୍କ୍ୟ ରାହାଣେ, ଅମିତ୍ ମିଶ୍ରା, ଅବେଶ୍ ଖାନ୍, ଅକ୍ଷର ପଟେଲ୍, ହର୍ଷଲ୍ ପଟେଲ୍, ଈଶାନ୍ତ ଶର୍ମା, କାଗିସୋ ରବାଡା, କିମୋ ପଲ୍, ପୃଥୀ ସ୍ୱ, ରବିଚନ୍ଦ୍ରନ୍ ଅଶ୍ଵିନୀ, ରିଷବ ପନ୍ତ, ସନ୍ଦୀପ ଲାମିଚାନେ, ଶିଖର ଧାଓ୍ଵନ୍, ଯଶନ୍ ରୟ, ଆଲେକ୍ସ କ୍ୟାରି, ସିସ୍ରୋନ୍ ହେଟମିର, ମୋହିତ ଶର୍ମା, ତୁଷାର ଦେଶପାଣ୍ଡେ, ମାର୍କସ୍ ଷ୍ଟୋନିସ୍, ଲଲିତ ଯାଦବ, ଅନରିଚ୍ ନର୍ଟଯେ।


















