ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଆଇପିଏଲରେ ଦେଖିବାକୁ ମିଳିବ ଦୁଇଟି ହାଇଭୋଲଟେଜ୍ ମ୍ୟାଚ୍। ପ୍ରଥମ ମ୍ୟାଚ ଦିନ ସାଢ଼େ ୩ଟାରେ ଖେଳାଯିବ। ଯେଉଁଥିରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ସନରାଇଜର୍ସ ଓ ରାଜସ୍ଥାନ ରୟାଲ୍ସ।

ରାଜସ୍ଥାନ ନିଜର ପୂର୍ବ ମ୍ୟାଚ୍ ହାରିଥିବାରୁ ଏହି ମ୍ୟାଚରେ ଭଲ ପ୍ରଦର୍ଶନ କରିବାକୁ ଚାହିଁବ। ସେହିପରି ସନରାଇଜର୍ସ ହାଇଦ୍ରାବାଦ ମଧ୍ୟ ଏହି ମ୍ୟାଚରେ ବିଜୟୀ ହେବାକୁ ଲକ୍ଷ୍ୟ ରଖିଛି। ବିଶେଷକରି ଜନି ବେୟୋରେଷ୍ଟ କିଛି ମ୍ୟାଚର ବ୍ୟବଧାନ ପରେ ଫର୍ମକୁ ଫେରିବା ଦଳ ପାଇଁ ଲକି ସାବ୍ୟସ୍ତ ହୋଇପାରେ ବୋଲି କୁହାଯାଉଛି।

ସନରାଇଜର୍ସ ହାଇଦ୍ରାବାଦ୍

ଡେଭିଡ ଓ୍ଵାର୍ଣ୍ଣର(ଅଧିନାୟକ), ରସିଦ୍ ଖାନ୍, ସଞ୍ଜୟ ଯାଦବ, ବର୍ଦ୍ଧମାନ ଶାହା, ଖଲିଲ୍ ଅହମ୍ମଦ, ସନ୍ଦୀପ ଶର୍ମା, ଅବ୍ଦୁନ ସାମଦ୍, ମାଇକେଲ୍ ମର୍ସ, ଶ୍ରୀଭଟ୍ସ ଗେସ୍ଵାମୀ, ମହମ୍ମଦ ନବି, ଫଆବିଆନ୍ ଆଲେନ୍, ଅଭିଶେକ୍ ଶର୍ମା, ବସିଲ ଥାମ୍ପି, ବିଲ୍ଲି ଷ୍ଟାନଲେକ୍, ସନ୍ଦୀପ ବାଭାନ୍କା, ଭୁବନେଶ୍ଵର କୁମାର, ବିରାଟ ସିଂହ, ନଟରାଜନ୍, କେନ୍ ଓ୍ଵିଲିୟମ୍, ସାହାବାଜ୍ ନାଦିମ୍, ଜନି ବାଇରଷ୍ଟୋ, ମନିଷ୍ ପାଣ୍ଡେ, ବିଜୟ ଶଙ୍କର, ସିଦ୍ଧାର୍ଥ କୌଲ୍, ପ୍ରିୟମ୍ ଗର୍ଗ।

ରାଜସ୍ଥାନ ରୟାଲ୍ସ 

ଷ୍ଟିଭ୍ ସ୍ମିଥ୍(ଅଧିନାୟକ), ବେନ୍ ଷ୍ଟୋକ୍ସ, ସଞ୍ଜୁ ସାମସନ୍, ଆଣ୍ଡ୍ରୁ ଟାଏ, କାର୍ତ୍ତିକ ତ୍ୟାଗୀ, ଅଙ୍କିତ ରାଜପୁତ, ଶ୍ରେୟାସ୍ ଗୋପାଲ, ରାହୁଲ ତେଓ୍ଵାଟିଆ, ଜୟଦେବ ଉନତ୍କତ୍, ମୟଙ୍କ ମାର୍କାଣ୍ଡେ, ମହିପାଲ୍ ଲୋମରୋର୍, ଓସାନୀ ଥୋମାସ୍, ରିୟାନ୍ ପରାଗ, ଜଶସ୍ଵୀ ଜୟସ୍ଵାଲ୍, ଅନୁଜ୍ ରାଓ୍ଵାତ୍, ଆକାଶ ସିଂହ, ଜୋଫ୍ରା ଆର୍କର୍, ଡେଭିଡ ମିଲର୍, ଜସ୍ ବଟଲର୍, ମନ୍ ଭୋରା, ଶସାଙ୍କ ସିଂହ, ବରୁଣ ଆରୋନ୍, ଟମ୍ କୁରାନ୍, ରବିନ୍ ଉତ୍ଥାପା, ଅନିରୁଦ୍ଧ ଜୋଶୀ।

Comment