ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇପିଏଲ୍ ଟୁର୍ଣ୍ଣାମେଣ୍ଟରେ ଆଜି ଦେଖିବାକୁ ମିଳିବ ଗୋଟିଏ ମ୍ୟାଚ୍। ଯେଉଁଥିରେ ସନରାଇଜର୍ସ ହାଇଦ୍ରାବାଦ ଓ ଚେନ୍ନାଇ ସୁପରକିଙ୍ଗସ୍ ଭେଟାଭେଟି ହେବେ। ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଦୁବାଇରେ ଖେଳାଯିବ।

ହାଇଦ୍ରାବାଦ ପାଇଁ ଏହି ମ୍ୟାଚ୍ ବେଶ ଗୁରୁତ୍ୱପୂର୍ଣ୍ଣ ହୋଇଯାଇଛି। ଦଳ ଏଯାବତ ମୋଟ ୭ଟି ମ୍ୟାଚ୍ ଖେଳିଥିବାବେଳେ ତିନୋଟିରେ ଜିତାପଟ ହାସଲ କରିପାରିଛି। ତେଣୁ ଏହି ମ୍ୟାଚ୍ ଜିତି ଦଳ ପ୍ଲେ ଅଫ୍ ଆଡକୁ ଅଗ୍ରସର ହେବ। ଅନ୍ୟପଟେ ଚେନ୍ନାଇ ପାଇଁ ଏବେ ପ୍ଲେ ଅଫ୍ ଆଶା ମଉଳିଯାଇଛି। ଦଳ ୭ଟି ମ୍ୟାଚରୁ ମାତ୍ର ଦୁଇଟିରେ ଜିତିପାରିଥିଲାବେଳେ ୫ଟି ପରାଜୟ ଭୋଗିଛି।

ଚେନ୍ନାଇ ସୁପର କିଙ୍ଗ୍

ମହେନ୍ଦ୍ର ସିଂ ଧୋନୀ(ଅଧିନାୟକ), ଇମ୍ରାନ ତାହିର୍, ଲୁଙ୍ଗି ନିଗିଡି, ଋତୁରାଜ ଗାଏକ୍ଵାଡ୍, ସେନ୍ ଓ୍ଵାଟସନ୍, ଅମ୍ଵାତି ରାଇଡୁ,ମୂରଲୀ ବିଜୟ, କେଦାର ଯାଦବ, ରବୀନ୍ଦ୍ର ଜାଡ଼େଜା, ଦିପକ ଚହର, ପିୟୁଷ୍ ଚାଓ୍ଵଲା, ନାରାୟଣ ଜଗଦ୍ଦିଶନ୍, ମିଚେଲ ସାଣ୍ଟନର, କେଏମ୍ ଅସିଫ୍, ସାର୍ଦୁଲ ଠାକୁର, ସାଇ କିଶୋର, ଡ୍ୟୁପ୍ଲେସିସ୍, ମୋନୁ କୁମାର, ଡ୍ଵେନ୍ ବ୍ରାଭୋ, ଜୋସ୍ ହାଜଲଉଡ୍, ସାମ୍ କରନ୍ ଏବଂ କର୍ଣ୍ଣ ଶର୍ମା।

ସନରାଇଜର୍ସ ହାଇଦ୍ରାବାଦ୍

ଡେଭିଡ ଓ୍ଵାର୍ଣ୍ଣର(ଅଧିନାୟକ), ରସିଦ୍ ଖାନ୍, ସଞ୍ଜୟ ଯାଦବ, ବର୍ଦ୍ଧମାନ ଶାହା, ଖଲିଲ୍ ଅହମ୍ମଦ, ସନ୍ଦୀପ ଶର୍ମା, ଅବ୍ଦୁନ ସାମଦ୍, ମାଇକେଲ୍ ମର୍ସ, ଶ୍ରୀଭଟ୍ସ ଗେସ୍ଵାମୀ, ମହମ୍ମଦ ନବି, ଫଆବିଆନ୍ ଆଲେନ୍, ଅଭିଶେକ୍ ଶର୍ମା, ବସିଲ ଥାମ୍ପି, ବିଲ୍ଲି ଷ୍ଟାନଲେକ୍, ସନ୍ଦୀପ ବାଭାନ୍କା, ଭୁବନେଶ୍ଵର କୁମାର, ବିରାଟ ସିଂହ, ନଟରାଜନ୍, କେନ୍ ଓ୍ଵିଲିୟମ୍, ସାହାବାଜ୍ ନାଦିମ୍, ଜନି ବାଇରଷ୍ଟୋ, ମନିଷ୍ ପାଣ୍ଡେ, ବିଜୟ ଶଙ୍କର, ସିଦ୍ଧାର୍ଥ କୌଲ୍, ପ୍ରିୟମ୍ ଗର୍ଗ।

Comment