ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇପିଏଲରେ ଆଜି ଦେଖିବାକୁ ମିଳିବ ଏକ ହାଇଭୋଲଟେଜ୍ ମୁକାବିଲା। କାହିଁକି ନା ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ। ସନ୍ଧ୍ୟା ସାଢ଼େ ୭.୩୦ରେ ଏହି ମ୍ୟାଚ୍ ଦୁବାଇରେ ଖେଳାଯିବ।

ଟୁର୍ଣ୍ଣାମେଣ୍ଟରେ ଦୁଇଟି ଯାକ ଦଳ ଏଯାବତ ବେଶ ଭଲ ପ୍ରଦର୍ଶନ କରିଛନ୍ତି। ଖାସ୍ କରି ଦିଲ୍ଲୀ କ୍ୟାପିଟାଲ୍ସର ଯୁବ ଖେଳାଳିମାନେ ଆଇପିଏଲ୍ ମଇଦାନ୍‌ରେ ନିଜ ଯାଦୁ ଦେଖାଉଛନ୍ତି। ଆରମ୍ଭରୁ ଟିକେ ଫିକା ପଡ଼ିଯାଇଥିଲେ ମଧ୍ୟ ରାଜସ୍ଥାନ ରୟାଲ୍ସ ଏବେ ପର୍ମକୁ ଫେରିଛି। ତେଣୁ ସୁପର ଓ୍ଵେଡନେସ୍‌ଡେରେ ଏହି ସୁପର ମୁକାବିଲା ଦେଖିବାକୁ ମିଳିବ।

ଦିଲ୍ଲୀ କ୍ୟାପିଟାଲ୍ସ

ଶ୍ରେୟାସ୍ ଆୟାର(ଅଧିନାୟକ), ଆଜିଙ୍କ୍ୟ ରାହାଣେ, ଅମିତ୍ ମିଶ୍ରା, ଅବେଶ୍ ଖାନ୍, ଅକ୍ଷର ପଟେଲ୍, ହର୍ଷଲ୍ ପଟେଲ୍, ଈଶାନ୍ତ ଶର୍ମା, କାଗିସୋ ରବାଡା, କିମୋ ପଲ୍, ପୃଥୀ ସ୍ୱ, ରବିଚନ୍ଦ୍ରନ୍ ଅଶ୍ଵିନୀ, ରିଷବ ପନ୍ତ, ସନ୍ଦୀପ ଲାମିଚାନେ, ଶିଖର ଧାଓ୍ଵନ୍, ଯଶନ୍ ରୟ, ଆଲେକ୍ସ କ୍ୟାରି, ସିସ୍ରୋନ୍ ହେଟମିର, ମୋହିତ ଶର୍ମା, ତୁଷାର ଦେଶପାଣ୍ଡେ, ମାର୍କସ୍ ଷ୍ଟୋନିସ୍, ଲଲିତ ଯାଦବ, ଅନରିଚ୍ ନର୍ଟଯେ।

ରାଜସ୍ଥାନ ରୟାଲ୍ସ 

ଷ୍ଟିଭ୍ ସ୍ମିଥ୍(ଅଧିନାୟକ), ବେନ୍ ଷ୍ଟୋକ୍ସ, ସଞ୍ଜୁ ସାମସନ୍, ଆଣ୍ଡ୍ରୁ ଟାଏ, କାର୍ତ୍ତିକ ତ୍ୟାଗୀ, ଅଙ୍କିତ ରାଜପୁତ, ଶ୍ରେୟାସ୍ ଗୋପାଲ, ରାହୁଲ ତେଓ୍ଵାଟିଆ, ଜୟଦେବ ଉନତ୍କତ୍, ମୟଙ୍କ ମାର୍କାଣ୍ଡେ, ମହିପାଲ୍ ଲୋମରୋର୍, ଓସାନୀ ଥୋମାସ୍, ରିୟାନ୍ ପରାଗ, ଜଶସ୍ଵୀ ଜୟସ୍ଵାଲ୍, ଅନୁଜ୍ ରାଓ୍ଵାତ୍, ଆକାଶ ସିଂହ, ଜୋଫ୍ରା ଆର୍କର୍, ଡେଭିଡ ମିଲର୍, ଜସ୍ ବଟଲର୍, ମନ୍ ଭୋରା, ଶସାଙ୍କ ସିଂହ, ବରୁଣ ଆରୋନ୍, ଟମ୍ କୁରାନ୍, ରବିନ୍ ଉତ୍ଥାପା, ଅନିରୁଦ୍ଧ ଜୋଶୀ।

Comment