ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇପିଏଲରେ ଆଜି ଦେଖିବାକୁ ମିଳିବ ଏକ ହାଇଭୋଲଟେଜ୍ ମୁକାବିଲା। କାହିଁକି ନା ଆଜି କ୍ରିକେଟ୍ ମଇଦାନ୍‌ରେ ମୁହାଁମୁହିଁ ହେବେ ମୁମ୍ଵାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍ ରାଇଡର୍ସ। ସନ୍ଧ୍ୟା ସାଢ଼େ ୭.୩୦ରେ ଏହି ମ୍ୟାଚ୍ ଶେଖ୍ ଜାୟଦ୍ ଷ୍ଟାଡିୟମ୍‌ରେ ଖେଳାଯିବ।

ଟୁର୍ଣ୍ଣାମେଣ୍ଟରେ ଦୁଇଟି ଯାକ ଦଳ ଏଯାବତ ବେଶ ଭଲ ପ୍ରଦର୍ଶନ କରିଛନ୍ତି। ଖାସ୍ କରି ମୁମ୍ଵାଇ ଇଣ୍ଡିଆନ୍ସର ଖେଳାଳିମାନେ ଆଇପିଏଲ୍ ମଇଦାନ୍‌ରେ ନିଜ ଯାଦୁ ଦେଖାଉଛନ୍ତି। ଆରମ୍ଭରୁ ଟିକେ ଫିକା ପଡ଼ିଯାଇଥିଲେ ମଧ୍ୟ କୋଲକାତା ନାଇଟ୍ ରାଇଡର୍ସ ଏବେ ପର୍ମକୁ ଫେରିଛି। ତେଣୁ ଆଜିର ଏହି ସୁପର ମୁକାବିଲାରେ କିଛି ନୂଆ ଦେଖିବାକୁ ମିଳିପାରେ।

ମୁମ୍ଵାଇ ଇଣ୍ଡିଆନ୍ସ

ରୋହିତ୍ ଶର୍ମା(ଅଧିନାୟକ), ଆଦିତ୍ୟ ତାରେ, ଅନମୋଲ୍ ପ୍ରୀତ୍ ସିଂହ, ଅନୁକୁଲ୍ ରାୟ, ଧବଲ୍ କୁଲ୍କର୍ଣ୍ଣି, ହାର୍ଦ୍ଦିକ ପାଣ୍ଡ୍ୟା, ଇଶାନ୍ କିଷନ୍, ଜଶପ୍ରୀତ୍ ବୁମ୍ରା, ଜୟନ୍ତ ଯାଦବ, କିରଣ ପୋଲାର୍ଡ, କ୍ରୁନାଲ୍ ପାଣ୍ଡ୍ୟା, ମିଚେଲ ମାକ୍ଲେନ୍ଗାନ୍, କ୍ୱିଣ୍ଟନ ଡିକକ୍, ରାହୁଲ ଚହର, ସର୍ଫାନ ରାଦରଫୋର୍ଡ, ସୂର୍ଯ୍ୟ କୁମାର ଯାଦବ, ଟ୍ରେଣ୍ଟ ବୋଲ୍ଟ, ନାଥନ୍ କୁଲ୍ଟରନିଲ୍, ସୌରଭ ତିଓ୍ଵାରୀ, ମୋସିନ୍ ଖାନ୍, ଦିଗବିଜୟ ଦେଶମୁଖ, ପ୍ରିନ୍ସ ବଲବନ୍ତ ରାୟ ସିଂ।

କୋଲକାତା ନାଇଟ୍ ରାଇଡର୍ସ

ଦୀନେଶ୍ କାର୍ତ୍ତିକ(ଅଧିନାୟକ), ଶିବମ୍ ମାଭି, ସନ୍ଦୀପ ଓ୍ଵାରିୟର, କୁଲଦୀପ୍ ଯାଦବ, ଇଓନ୍ ମୋର୍ଗାନ୍, ପାଟ୍ କମିନ୍ସ, ହ୍ୟାରି ଗର୍ନି, ସୁନିଲ୍ ନାରିନ୍, ନିଖିଲ୍ ନାୟକ, ଏମ୍ ସିଦ୍ଧାର୍ଥ, ଆଣ୍ଡ୍ରେ ରସେଲ୍, ଲୋକି ଫାର୍ଗୁସନ୍, ପ୍ରସିଦ୍ଧ କ୍ରିଷ୍ଣା, ଶୁଭମନ ଗିଲ୍, ନିତିଶ୍ ରାଣା, ସିଦେଶ୍ ଲାଡ୍, କମଳେଶ୍ ନଗରକୋଟି, ରିଙ୍କୁ ସିଂହ, ବରୁଣ ଚକ୍ରବର୍ତ୍ତୀ, ଟମ୍ ବାଣ୍ଟୋନ୍, ପ୍ରବୀଣ ତାମ୍ଵେ, କ୍ରିସ ଗ୍ରୀନ୍, ରାହୁଲ ତ୍ରିପାଠୀ।

Comment