ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇପିଏଲରେ ଆଜି ଅପରାହ୍ଣରେ ଦେଖିବାକୁ ମିଳିବ ଏକ ଦମ୍‌ଦାର ମୁକାବିଲା। କାହିଁକି ନା କ୍ରିକେଟ୍ ମଇଦାନ୍‌ରେ ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ। ଅପରାହ୍ଣ ସାଢ଼େ ୩ଟାରେ ଏହି ମ୍ୟାଚ୍ ଦୁବାଇ ଆନ୍ତର୍ଜାତିକ ଷ୍ଟାଡିୟମ୍‌ରେ ଖେଳାଯିବ।

ଟୁର୍ଣ୍ଣାମେଣ୍ଟରେ ଦୁଇଟି ଯାକ ଦଳ ଏଯାବତ୍ ଭଲ ପ୍ରଦର୍ଶନ କରିଛନ୍ତି। ଖାସ୍ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁର ଖେଳାଳିମାନେ ଆଇପିଏଲ୍ ମଇଦାନ୍‌ରେ ନିଜ ଯାଦୁ ଦେଖାଇଛନ୍ତି। ଅନ୍ୟପଟେ ରାଜସ୍ଥାନ ରୟାଲ୍ସ ମଧ୍ୟ କିଛି କମ୍‌ରେ ରହିନାହିଁ। ତେଣୁ ଆଜିର ଏହି ସୁପର ମୁକାବିଲାରେ କିଏ ବାଜିମାତ୍ କରିବ ତାହା ଦେଖିବା ବାକି ରହିଲା।

ରାଜସ୍ଥାନ ରୟାଲ୍ସ 

ଷ୍ଟିଭ୍ ସ୍ମିଥ୍(ଅଧିନାୟକ), ବେନ୍ ଷ୍ଟୋକ୍ସ, ସଞ୍ଜୁ ସାମସନ୍, ଆଣ୍ଡ୍ରୁ ଟାଏ, କାର୍ତ୍ତିକ ତ୍ୟାଗୀ, ଅଙ୍କିତ ରାଜପୁତ, ଶ୍ରେୟାସ୍ ଗୋପାଲ, ରାହୁଲ ତେଓ୍ଵାଟିଆ, ଜୟଦେବ ଉନତ୍କତ୍, ମୟଙ୍କ ମାର୍କାଣ୍ଡେ, ମହିପାଲ୍ ଲୋମରୋର୍, ଓସାନୀ ଥୋମାସ୍, ରିୟାନ୍ ପରାଗ, ଜଶସ୍ଵୀ ଜୟସ୍ଵାଲ୍, ଅନୁଜ୍ ରାଓ୍ଵାତ୍, ଆକାଶ ସିଂହ, ଜୋଫ୍ରା ଆର୍କର୍, ଡେଭିଡ ମିଲର୍, ଜସ୍ ବଟଲର୍, ମନ୍ ଭୋରା, ଶସାଙ୍କ ସିଂହ, ବରୁଣ ଆରୋନ୍, ଟମ୍ କୁରାନ୍, ରବିନ୍ ଉତ୍ଥାପା, ଅନିରୁଦ୍ଧ ଜୋଶୀ।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ

ବିରାଟ କୋହଲି(ଅଧିନାୟକ), ମହମ୍ମଦ ସିରାଜ୍, କ୍ରିସ୍ ମୋରିସ୍, ଜୋସ୍ ଫିଲିପ, ମୋଇନ୍ ଅଲ୍ଲୀ, ଆରୋନ୍ ପିଞ୍ଚ୍, ଏ ବି ଡେଭିଲିୟର୍ସ, ସାହାବାଜ୍ ଅହମ୍ମଦ, ପାର୍ଥିବ ପଟେଲ୍, ୟୁଜୁଭେନ୍ଦ୍ର ଚାଓ୍ଵାଲା, ନବଦୀପ୍ ସାଇନି, ଇସୁରୁ ଉଦାନା, ଡାଲେ ଷ୍ଟେନ୍, ପବନ୍ ନେଗି, ଦେବଦତ୍ତ ପାଡିକାଲ୍, ଶିଭମ୍ ଦୁବେ, ଉମେଶ ଯାଦବ, ଗରୁକିରତ୍ ମନ୍ସିଂ, ଓ୍ଵାସିଂଟନ୍ ସୁନ୍ଦର, ପବନ ଦେଶପାଣ୍ଡେ, କାନି ରିଚାର୍ଡସନ୍।

Comment