ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇପିଏଲ୍ ମହାସମରରେ ଆଜି ଦେଖିବାକୁ ମିଳିବ ଏକ ଦମ୍‌ଦାର ମୁକାବିଲା। କାହିଁକି ନା ଆଜି ମଇଦାନ୍‌ରେ ମୁହାଁମୁହିଁ ହେବେ କୋଲକାତା ନାଇଟ୍ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ। ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଶେଖ୍ ଜାୟାଦ ଷ୍ଟାଡିୟମ୍‌ରେ ଖେଳାଯିବ।

ଟୁର୍ଣ୍ଣାମେଣ୍ଟରେ ଦୁଇଟି ଯାକ ଦଳ ଏଯାବତ୍ ଭଲ ପ୍ରଦର୍ଶନ କରିଛନ୍ତି। ଖାସ୍ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁର ଖେଳାଳିମାନେ ଆଇପିଏଲ୍ ମଇଦାନ୍‌ରେ ନିଜ ଯାଦୁ ଦେଖାଇଛନ୍ତି। ଅନ୍ୟପଟେ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟ କିଛି କମ୍‌ରେ ରହିନାହିଁ। ତେଣୁ ଆଜିର ଏହି ସୁପର ମୁକାବିଲାରେ କିଏ ବାଜିମାତ୍ କରିବ ତାହା ଦେଖିବା ବାକି ରହିଲା।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ

ବିରାଟ କୋହଲି(ଅଧିନାୟକ), ମହମ୍ମଦ ସିରାଜ୍, କ୍ରିସ୍ ମୋରିସ୍, ଜୋସ୍ ଫିଲିପ, ମୋଇନ୍ ଅଲ୍ଲୀ, ଆରୋନ୍ ପିଞ୍ଚ୍, ଏ ବି ଡେଭିଲିୟର୍ସ, ସାହାବାଜ୍ ଅହମ୍ମଦ, ପାର୍ଥିବ ପଟେଲ୍, ୟୁଜୁଭେନ୍ଦ୍ର ଚାଓ୍ଵାଲା, ନବଦୀପ୍ ସାଇନି, ଇସୁରୁ ଉଦାନା, ଡାଲେ ଷ୍ଟେନ୍, ପବନ୍ ନେଗି, ଦେବଦତ୍ତ ପାଡିକାଲ୍, ଶିଭମ୍ ଦୁବେ, ଉମେଶ ଯାଦବ, ଗରୁକିରତ୍ ମନ୍ସିଂ, ଓ୍ଵାସିଂଟନ୍ ସୁନ୍ଦର, ପବନ ଦେଶପାଣ୍ଡେ, କାନି ରିଚାର୍ଡସନ୍।

କୋଲକାତା ନାଇଟ୍ ରାଇଡର୍ସ

ଇଓନ୍ ମୋର୍ଗାନ୍(ଅଧିନାୟକ), ଶିବମ୍ ମାଭି, ସନ୍ଦୀପ ଓ୍ଵାରିୟର, କୁଲଦୀପ୍ ଯାଦବ, ଦୀନେଶ୍ କାର୍ତ୍ତିକ, ପାଟ୍ କମିନ୍ସ, ହ୍ୟାରି ଗର୍ନି, ସୁନିଲ୍ ନାରିନ୍, ନିଖିଲ୍ ନାୟକ, ଏମ୍ ସିଦ୍ଧାର୍ଥ, ଆଣ୍ଡ୍ରେ ରସେଲ୍, ଲୋକି ଫାର୍ଗୁସନ୍, ପ୍ରସିଦ୍ଧ କ୍ରିଷ୍ଣା, ଶୁଭମନ ଗିଲ୍, ନିତିଶ୍ ରାଣା, ସିଦେଶ୍ ଲାଡ୍, କମଳେଶ୍ ନଗରକୋଟି, ରିଙ୍କୁ ସିଂହ, ବରୁଣ ଚକ୍ରବର୍ତ୍ତୀ, ଟମ୍ ବାଣ୍ଟୋନ୍, ପ୍ରବୀଣ ତାମ୍ଵେ, କ୍ରିସ ଗ୍ରୀନ୍, ରାହୁଲ ତ୍ରିପାଠୀ।

Comment