ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଆଇପିଏଲର ଦ୍ୱିତୀୟ ମ୍ୟାଚରେ ଭେଟାଭେଟି ହେବାକୁ ଯାଉଛନ୍ତି କିଙ୍ଗସ୍ ଇଲେଭେନ୍ ପଞ୍ଜାବ ଓ ସନରାଇଜର୍ସ ହାଇଦ୍ରାବାଦ। ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଦୁବାଇରେ ଖେଳାଯିବ।

ବର୍ତ୍ତମାନ ପଞ୍ଜାବ ଓ ହାଇଦ୍ରାବାଦ ସମାନ ୮ ପଏଣ୍ଟ ସହ ପଏଣ୍ଟ ଟେବୁଲର ପଞ୍ଚମ ଓ ଷଷ୍ଠ ସ୍ଥାନରେ ଅଛନ୍ତି। ତେଣୁ ଏହି ମ୍ୟାଚ ଜିତି ଦୁଇଟି ଯାକ ଦଳ ମୋଟ ୧୦ ପଏଣ୍ଟ ହାତେଇବାକୁ ଲକ୍ଷ୍ୟ ରଖିଛନ୍ତି। ପଞ୍ଜାବ ଏଯାବତ ଭଲ ଖେଳୁଥିଲେ ହେଁ ସାମାନ୍ୟ କିଛି ଭୁଲ ପାଇଁ ପରାଜୟ ଭୋଗୁଛି। ହାଇଦ୍ରାବାଦ ପ୍ରଥମରୁ କିଛି ମ୍ୟାଚ ହାରିଥିଲାବେଳେ ଏବେ ଭଲ ପ୍ରଦର୍ଶନ କରୁଛି। ତେଣୁ ଏହି ମ୍ୟାଚ ଦର୍ଶକଙ୍କୁ ମନୋରଞ୍ଜନର ଖୋରାକ୍ ଯୋଗାଇବ ବୋଲି କୁହାଯାଉଛି।

କିଙ୍ଗସ୍ ଇଲେଭେନ୍ ପଞ୍ଜାବ 

କେଏଲ୍ ରାହୁଲ (ଅଧିନାୟକ), ହରପ୍ରୀତ୍ ବ୍ରାର୍, ଇଶାନ୍ ପୋରେଲ୍, ମନ୍ଦୀପ ସିଂହ, ଜିମ୍ମି ନିଶାନ୍, ତାଜିନ୍ଦର୍ ସିଂହ, କ୍ରିସ୍ ଜୋରଦାନ୍, କରୁଣ ନାଏର, ଦିପକ୍ ହୁଡ୍ଡା, ରବି ବିଷ୍ଣୋଇ, ଅର୍ସଦିପ୍ ସିଂହ, ଗ୍ଲେନ୍ ମ୍ୟାକ୍ସଓ୍ଵେଲ୍, ମୁଜିବ-ଉର୍-ରେହେମାନ, ସର୍ଫରାଜ ଖାନ୍, ସେଲ୍ଡନ୍ କର୍ଟେଲ୍, ମୟଙ୍କ ଅଗ୍ରଓ୍ଵାଲ୍, ମହମ୍ମଦ ସାମି, ଦର୍ଶନ ନାଲକାଣ୍ଡେ, ନିକୋଲାସ୍ ପୁରନ୍, କ୍ରିସ୍ ଗେଲ୍, ମୁରୁଗାନ୍ ଅଶ୍ଵିନ, ଜଗଦୀଶା ସୁଚିତ୍, କ୍ରଷ୍ଣପା ଗୋଥାମ୍, ହର୍ଦସ ଭିଲଜୋଏନ୍, ସିମରନ୍ ସିଂହ।

ସନରାଇଜର୍ସ ହାଇଦ୍ରାବାଦ୍

ଡେଭିଡ ଓ୍ଵାର୍ଣ୍ଣର(ଅଧିନାୟକ), ରସିଦ୍ ଖାନ୍, ସଞ୍ଜୟ ଯାଦବ, ବର୍ଦ୍ଧମାନ ଶାହା, ଖଲିଲ୍ ଅହମ୍ମଦ, ସନ୍ଦୀପ ଶର୍ମା, ଅବ୍ଦୁନ ସାମଦ୍, ମାଇକେଲ୍ ମର୍ସ, ଶ୍ରୀଭଟ୍ସ ଗେସ୍ଵାମୀ, ମହମ୍ମଦ ନବି, ଫଆବିଆନ୍ ଆଲେନ୍, ଅଭିଶେକ୍ ଶର୍ମା, ବସିଲ ଥାମ୍ପି, ବିଲ୍ଲି ଷ୍ଟାନଲେକ୍, ସନ୍ଦୀପ ବାଭାନ୍କା, ଭୁବନେଶ୍ଵର କୁମାର, ବିରାଟ ସିଂହ, ନଟରାଜନ୍, କେନ୍ ଓ୍ଵିଲିୟମ୍, ସାହାବାଜ୍ ନାଦିମ୍, ଜନି ବାଇରଷ୍ଟୋ, ମନିଷ୍ ପାଣ୍ଡେ, ବିଜୟ ଶଙ୍କର, ସିଦ୍ଧାର୍ଥ କୌଲ୍, ପ୍ରିୟମ୍ ଗର୍ଗ।

Comment