ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇପିଏଲ୍ ମହାସମରରେ ଆଜି ଦେଖିବାକୁ ମିଳିବ ଏକ ଦମ୍‌ଦାର ମୁକାବିଲା। କାହିଁକି ନା ଆଜି ମଇଦାନ୍‌ରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର୍ କିଙ୍ଗ୍ସ ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ। ଅପରାହ୍ଣ ସାଢ଼େ ୩ରେ ଏହି ମ୍ୟାଚ୍ ଶେଖ ଜାୟାଦ ଷ୍ଟାଡିୟମ୍‌ରେ ଖେଳାଯିବ।

ଟୁର୍ଣ୍ଣାମେଣ୍ଟରେ ଏହି ଦୁଇଟି ଯାକ ବେଶ୍ ମଜବୁତ ଦଳ ଭାବେ ଜଣା। ଆଉ ଏଯାବତ୍ ଭଲ ପ୍ରଦର୍ଶନ ମଧ୍ୟ କରିଛନ୍ତି। ଖାସ୍ କରି କିଙ୍ଗ୍ସ ଇଲେଭେନ ପଞ୍ଜାବ ଭଲ ପ୍ରଦର୍ଶନ କରି ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନରେ ରହିଛି। ତେବେ ଚେନ୍ନାଇ ସୁପର୍ କିଙ୍ଗ୍ସ ଖରାପ ପ୍ରଦର୍ଶନ କରି ପ୍ଲେ-ଅଫ୍ ଦୌଡ଼ରୁ ବାଦ୍ ପଡ଼ିଛି। ତେଣୁ ଆଜିର ଏହି ସୁପର ମୁକାବିଲାରେ କିଏ ବାଜିମାତ୍ କରିବ ତାହା ଦେଖିବା ବାକି ରହିଲା।

କିଙ୍ଗସ୍ ଇଲେଭେନ୍ ପଞ୍ଜାବ 

କେଏଲ୍ ରାହୁଲ (ଅଧିନାୟକ), ହରପ୍ରୀତ୍ ବ୍ରାର୍, ଇଶାନ୍ ପୋରେଲ୍, ମନ୍ଦୀପ ସିଂହ, ଜିମ୍ମି ନିଶାନ୍, ତାଜିନ୍ଦର୍ ସିଂହ, କ୍ରିସ୍ ଜୋରଦାନ୍, କରୁଣ ନାଏର, ଦିପକ୍ ହୁଡ୍ଡା, ରବି ବିଷ୍ଣୋଇ, ଅର୍ସଦିପ୍ ସିଂହ, ଗ୍ଲେନ୍ ମ୍ୟାକ୍ସଓ୍ଵେଲ୍, ମୁଜିବ-ଉର୍-ରେହେମାନ, ସର୍ଫରାଜ ଖାନ୍, ସେଲ୍ଡନ୍ କର୍ଟେଲ୍, ମୟଙ୍କ ଅଗ୍ରଓ୍ଵାଲ୍, ମହମ୍ମଦ ସାମି, ଦର୍ଶନ ନାଲକାଣ୍ଡେ, ନିକୋଲାସ୍ ପୁରନ୍, କ୍ରିସ୍ ଗେଲ୍, ମୁରୁଗାନ୍ ଅଶ୍ଵିନ, ଜଗଦୀଶା ସୁଚିତ୍, କ୍ରଷ୍ଣପା ଗୋଥାମ୍, ହର୍ଦସ ଭିଲଜୋଏନ୍, ସିମରନ୍ ସିଂହ।

ଚେନ୍ନାଇ ସୁପର କିଙ୍ଗ୍

ମହେନ୍ଦ୍ର ସିଂ ଧୋନୀ(ଅଧିନାୟକ), ଇମ୍ରାନ ତାହିର୍, ଲୁଙ୍ଗି ନିଗିଡି, ଋତୁରାଜ ଗାଏକ୍ଵାଡ୍, ସେନ୍ ଓ୍ଵାଟସନ୍, ଅମ୍ଵାତି ରାଇଡୁ,ମୂରଲୀ ବିଜୟ, କେଦାର ଯାଦବ, ରବୀନ୍ଦ୍ର ଜାଡ଼େଜା, ଦିପକ ଚହର, ପିୟୁଷ୍ ଚାଓ୍ଵଲା, ନାରାୟଣ ଜଗଦ୍ଦିଶନ୍, ମିଚେଲ ସାଣ୍ଟନର, କେଏମ୍ ଅସିଫ୍, ସାର୍ଦୁଲ ଠାକୁର, ସାଇ କିଶୋର, ଡ୍ୟୁପ୍ଲେସିସ୍, ମୋନୁ କୁମାର, ଡ୍ଵେନ୍ ବ୍ରାଭୋ, ଜୋସ୍ ହାଜଲଉଡ୍, ସାମ୍ କରନ୍ ଏବଂ କର୍ଣ୍ଣ ଶର୍ମା।

Comment