ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇପିଏଲ୍ ଫାଇନାଲ୍ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ। ଟସ୍ ଜିତି ଦିଲ୍ଲୀ ଅଧିନାୟକ ଶ୍ରେୟାସ ଆୟାର ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆଜି ଆଇପିଏଲର ଫାଇନାଲ୍ ମ୍ୟାଚ୍ ଖେଳାଯାଉଛି। ତେଣୁ ଦୁଇ ଦଳ ଚାମ୍ପିୟନ ହେବାର ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବେ। ମୁମ୍ବାଇ ପଞ୍ଚମ ଥର ପାଇଁ ଟ୍ରଫି ଜିତିବାକୁ ଲକ୍ଷ୍ୟ ରଖିଥିବାବେଳେ, ଦିଲ୍ଲୀ ପ୍ରଥମ ଥର ପାଇଁ ନିଜ ନାଁରେ ଟ୍ରଫି କରିବାକୁ ଆଶା ରଖିଛି।

ମୁମ୍ବାଇ ଇଣ୍ଡିଆନ୍ସ

ରୋହିତ ଶର୍ମା (ଅଧିନାୟକ), କ୍ୱିଣ୍ଟନ୍ ଡି କକ୍, ସୂର୍ଯ୍ୟକୁମାର ଯାଦବ, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା, କିରନ ପୋଲାର୍ଡ, କ୍ରୁନାଲ ପାଣ୍ଡ୍ୟା, ନାଥନ କୁଲଟର ନାଇଲ, ଜୟନ୍ତ ଯାଦବ, ଟ୍ରେଣ୍ଟ ବୋଲ୍ଟ, ଜସପ୍ରୀତ ବୁମ୍ରା

ଦିଲ୍ଲୀ କ୍ୟାପିଟାଲ୍ସ

ଶ୍ରେୟସ୍ ଆୟର (ଅଧିନାୟକ), ମାର୍କସ୍ ଷ୍ଟୋଇନିସ୍, ଶିଖର ଧାୱନ, ଅଜିଙ୍କ୍ୟ ରାହାନେ, ଶିମ୍ରନ୍ ହେଟମିୟର, ରିଷଭ ପନ୍ତ, ଅକ୍ଷର ପଟେଲ, ରବିଚନ୍ଦ୍ରନ୍ ଅଶ୍ୱିନ୍, କାଗିସୋ ରାବାଡା, ପ୍ରବୀଣ ଦୁବେ, ଅନ୍ରିଚ୍ ନର୍ଟେଜେ

Comment