ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଜି ଆଉ ୬୪୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୬୯ ଜଣ ଚିହ୍ନଟ ହୋଇଥିଲା ବେଳେ ୩୭୫ ଲୋକାଲ କେସ୍‌ ରହିଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ସଂଖ୍ୟା ୩୧୬୬୪୫ରେ ପହଞ୍ଚିଛି ।

ଅନୁଗୁଳରୁ ୫୦, ବାଲେଶ୍ୱରରୁ ୧୧, ବରଗଡ଼ରୁ ୧୯, ଭଦ୍ରକରୁ ୧୧, ବଲାଙ୍ଗୀରରୁ ୩୨, ବୌଦ୍ଧରୁ ୨, କଟକରୁ ୬୪, ଦେଓଗଡରୁ ୨, ଢେଙ୍କାନାଳରୁ ୫, ଗଜପତିରୁ ୨, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୨୬, ଯାଜପୁରରୁ ୧୭ଜଣ, ଝାରସୁଗୁଡ଼ାରୁ ୨୧, କଳାହାଣ୍ଡିରୁ ୩୫, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨୭, କେନ୍ଦୁଝରରୁ ୪୨, ଖୋର୍ଦ୍ଧାରୁ ୪୯, କୋରାପୁଟରୁ ୧୦, ମାଲକାନଗିରିରୁ ୪, ମୟୁରଭଞ୍ଜରୁ ୩୬, ନବରଙ୍ଗପୁରରୁ ୧୧, ନୟାଗଡ଼ରୁ ୪, ନୂଆପଡ଼ାରୁ ୩୬, ପୁରୀରୁ ୧୬, ରାୟଗଡ଼ରୁ ୪, ସମ୍ବଲପୁରରୁ ୧୫, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୬୨, ଷ୍ଟେଟ ପୁଲ୍‌ରୁ ୧୦ ରହିଛନ୍ତି।

ଏଥିମଧ୍ୟରୁ ୬୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ପାଇଛି

Comment