ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ଉତ୍କଳ ଦିବସ। ମନେପଡ଼ନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସ।

ଦିନେ ପରାଧୀନ ଭାରତରେ ଅଖଣ୍ଡ ଉତ୍କଳ ପ୍ରଦେଶ ଗଠନର ସ୍ଵପ୍ନ ଦେଖିଥିଲେ ଉତ୍କଳଗୌରବ ମଧୁସୂଦନ। ସେହି ସ୍ଵପ୍ନକୁ ସତ କରିବାକୁ ସେ ଉତ୍କଳର ସନ୍ତାନମାନଙ୍କୁ ଏକାଠି ହେବାକୁ ଆହ୍ଵାନ ଦେଇଥିଲେ।

madhu babu

୧୯୩୬ ମସିହାରୁ ସ୍ଵତନ୍ତ୍ର ଓଡ଼ିଶା ଗଠିତ ହେଲାଣି। କିନ୍ତୁ ଏଇ ଗୀତଟି ଏବେବି କୋଟି କୋଟି ଓଡ଼ିଆଙ୍କ ପ୍ରାଣରେ ଉତ୍ସାହ ଓ ଶିହରଣ ସୃଷ୍ଟି କରେ। ସମ୍ଭବତଃ ଏହା ହେଉଛି ମଧୁପ୍ରେମୀଙ୍କ ସବୁଠାରୁ ଆପଣାର କବିତା।

ସଂଗୀତ ଓ କଣ୍ଠଦାନ: ଛନ୍ଦା ମିଶ୍ର

ସଂଗୀତ ପରିଚାଳନା: ସଚ୍ଚିକାନ୍ତ ଓ ରତିକାନ୍ତ

ପ୍ରସ୍ତୁତି: ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର

ଡିଜିଟାଲ୍‌ ପ୍ରସାରଣ: ଓଡ଼ିଶାଲାଇଭ୍‌

Comment