ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାବାସୀଙ୍କୁ ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଗୁରୁବାର ମୁଖ୍ୟମନ୍ତ୍ରୀ ଟ୍ଵିଟ କରି ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଅଭିନନ୍ଦନ ଜଣାଇବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ ବୋଲି କାମନା କରିଛନ୍ତି।

Tags: #OdiaNewYear #CMOdisha #NaveenPatnaik #CMWishesOdiaNewYear

Comment