ଓଡ଼ିଶୀ ନୃତ୍ୟକୁ ଦେଶ ବିଦେଶରେ ପହଞ୍ଚାଇବାରେ ଯେଉଁ କିଛି ଜଣ ଓଡ଼ିଶୀ ନୃତ୍ୟଶିଳ୍ପୀ ପ୍ରମୁଖ ଭୂମିକା ନେଇଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହେଲେ ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ଗୁରୁ ସୁଜାତା ମହାପାତ୍ର। ଆଖି ଝଲସେଇ ଦେଲା ଭଳି ଭାବ ଭଙ୍ଗୀ ପାଇଁ ସେ ଦର୍ଶକଙ୍କ ମନ ଜିଣି ଥାଆନ୍ତି। ମଞ୍ଚରେ ତାଙ୍କ ଉପସ୍ଥିତି ଦେଖଣାହାରୀଙ୍କୁ ମୁଗ୍ଧ କରିଥାଏ। ନୃତ୍ୟ ପାଇଁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ବେଶ୍ ସୁନାମ ଅର୍ଜନ କରିଥିବା ସୁଜାତା ମହାପାତ୍ରଙ୍କ ସହ ଓଡ଼ିଶାଲାଇଭ୍‌ର ସ୍ୱତନ୍ତ୍ର ସାକ୍ଷାତକାର। ଦେଖନ୍ତୁ ତାଙ୍କ ନୃତ୍ୟ ଜୀବନର କାହାଣୀ।…

LEAVE A REPLY

Please enter your comment!
Please enter your name here