ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଗର୍ଭାବସ୍ଥାର ପ୍ରଥମ ପର୍ଯ୍ୟାୟରୁ ପ୍ରସୂତି ବିଶେଷଜ୍ଞଙ୍କ ଦ୍ୱାରା ପରାମର୍ଶ ନେଲେ ଓ ନିୟମିତ ଭାବରେ ଚେକ୍‌ଅପ୍‌ କଲେ ଗର୍ଭ ଜନିତ ଗୁରୁତର ଜଟିଳତାକୁ ନିଶ୍ଚିତ ଭାବରେ ଏଡ଼ାଇ ଦିଆଯାଇପାରିବ। ପ୍ରସବ ସରଳ ସହଜ ହୋଇପାରିବ।

ଗର୍ଭଧାରଣ ପ୍ଲାନିଂ କରୁଥିଲେ କ’ଣ କ’ଣ କରିବା ଆବଶ୍ୟକ। କେଉଁ ଦିଗ ପ୍ରତି ଧ୍ୟାନ ଦେବା ଜରୁରୀ। ଏ ସମ୍ପର୍କରେ ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ଜୟ ପ୍ରକାଶ ପାଣି କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #Pregnancy #PregnancyPlanning #Checkup #GoodHealth

Comment