ଜଣେ ଶିକ୍ଷକ ଗୋଟିଏ ଶ୍ରେଣୀଗୃହରେ ରହି ଏକ ସମୟରେ ହୁଏତ ୨୫ରୁ ୩୦ ଜଣ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଥାନ୍ତି। କିନ୍ତୁ ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଯେତେବେଳେ ସେହି ଶିକ୍ଷକଙ୍କୁ ଶତାଧିକ ସ୍କୁଲ ସହ ସିଧାସଳଖ ଯୋଡ଼ି ଦିଆଯାଏ ସେ ଏକ ସମୟରେ ୫ରୁ ୧୦ ହଜାର ଛାତ୍ରଛାତ୍ରୀଙ୍କୁ ବି ପଢ଼ାଇ ପାରନ୍ତି। ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଚଲାଇଥିବା ‘ଭର୍ଚୁଆଲ କ୍ଲାସ’ ଏହାର ଏକ ଉଦାହରଣ। ଏହି ଅଭିନବ କାର୍ଯ୍ୟକ୍ରମ ଜିଲ୍ଲାରେ ଶିକ୍ଷାର ପରିସୀମାକୁ ବ୍ୟାପକ କରିପାରିଛି। ଦେଖନ୍ତୁ ଭିଡିଓ…

Comment