ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ।

ମିଳିଥିବା ସୂଚନା ଅନୁସାରେ ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି। କ୍ୟାବିନେଟ ବୈଠକ ପୂର୍ବରୁ ମନ୍ତ୍ରୀ ପରିଷଦ ବୈଠକ ବସିବ। ମନ୍ତ୍ରୀ ପରିଷଦ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ।

Tags: #CabinetMeeting #OdishaCabinet #ImportantMeeting #CMOdisha #NaveenPatnaik

Comment