ଓଡ଼ିଶାଲାଇଭ୍ ବ୍ୟୁରୋ

ଶ୍ରୀମନ୍ଦିରର ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ୍। ସକାଳୁ ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁଃର୍ପାଶ୍ଵରେ ହେଉଥିବା ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି।

ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତିମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରମୁଖ ପ୍ରକଳ୍ପ ହୋଇଥିବା ବେଳେ, କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ୫-ଟି ସଚିବ

ଡ୍ରେନ ନିର୍ମାଣ ରାସ୍ତା କାମ ଆଦିର ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ଭୁବନେଶ୍ଵର ଫେରିଛନ୍ତି ୫ଟି ସଚିବ

Tags: #5TSecretary #VKPandian #JagannathTemple #ReviewTour #Puri #ProjectWork

Comment