ଡାଏବେଟିସ୍ ବା ମଧୁମେହ ଆଜି ଏକ ବିଶ୍ୱ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ଘରେ ଘରେ ଡାଏବେଟିସ୍‌ ରୋଗୀ। ଏହି ରୋଗକୁ କେବଳ ଔଷଧ ଖାଇ ନିୟନ୍ତ୍ରଣ କରିବା ସମ୍ଭବପର ନୁହେଁ। ଏହାକୁ କାବୁ କରିବାର ସବୁଠାରୁ ବଡ଼ ଉପାୟ ହେଉଛି ସ୍ୱାସ୍ଥ୍ୟକର ଜୀବନଶୈଳୀକୁ ଆପଣେଇବା ଏବଂ ସମାଜରେ ବ୍ୟାପକ ସଚେତନତା ସୃଷ୍ଟି କରିବା।

ସ୍ୱାସ୍ଥ୍ୟପ୍ଲସ୍ ଏବଂ ଓଡ଼ିଶାଲାଇଭର ସ୍ୱତନ୍ତ୍ର ମିଡିଆ କ୍ୟାମ୍ପେନ ‘ଡାଏବେଟିସ୍ ୩୬୦’।

Comment