ଓଡ଼ିଶାଲାଇଭ୍ ବ୍ୟୁରୋ

 

ସରକାରୀ କର୍ମଚାରୀଙ୍କ ଲାଗି ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି ପ୍ରତିଶତ ମହଙ୍ଗା ଭତ୍ତା ଟିଆଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ପେନସନ ଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି।

ଗତ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ମହଙ୍ଗା ଭତ୍ତା ଏହି ପ୍ରତିଶତକୁ ମିଶାଇଲେ ବର୍ତ୍ତମାନ ମହଙ୍ଗା ଭତ୍ତା ପରିମାଣ ୩୮ ପ୍ରତିଶତ ହୋଇଛି।

Tags: #OdishaGovt #DearnessAllowance #4PercentHike #Odisha #NaveenPatnaik #GovtEmployee

Comment