ଓଡ଼ିଶାଲାଇଭ୍ ବ୍ୟୁରୋ

ମାର୍ଚ୍ଚରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା ଯୁକ୍ତବିଜ୍ଞାନ, କଳା, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ ମାର୍ଚ୍ଚ ୧ରୁ କଳା, ୨ରୁ କଳା ଓ ବାଣିଜ୍ୟ, ୩ରୁ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି

Tags: #12thBoardExam #Odisha #CHSE #HigherEducation

Comment