ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜି ବିଶ୍ଵ ସ୍ଵାସ୍ଥ୍ୟ ଦିବସ। ଏହି ଅବସରରେ ସ୍ଵାସ୍ଥ୍ୟ ସଚେତନତା ସୃଷ୍ଟି କରିବା ପାଇଁ ଓଡ଼ିଶାଲାଇଭ୍, ସ୍ଵାସ୍ଥ୍ୟପ୍ଲସ ଏବଂ ଆଇଏଫ୍ଆଇ ଫାଉଣ୍ଡେସନର ମିଳିତ ଅଭିଯାନ – ‘ଆମ ସ୍ଵାସ୍ଥ୍ୟ ଆମ ଜୀବନ’।

ବର୍ତ୍ତମାନର ଜୀବନଶୈଳୀ ଓ ଖାଦ୍ୟପେୟରେ ଅନିୟମିତତା ଅର୍ଶ ଏବଂ ମଳକଣ୍ଟକ ଭଳି ମଳଦ୍ୱାର ଜନିତ ରୋଗର ମୂଳ କାରଣ ପାଲଟିଛି। ବର୍ତ୍ତମାନ ସମୟରେ ଅଧିକାଂଶ ଲୋକଙ୍କର ମଳକଣ୍ଟକ ଭଳି ସମସ୍ୟା ଦେଖାଦେଉଛି।

ତେବେ ମଳକଣ୍ଟକ କାହିଁକି ହୁଏ ଏବଂ କ’ଣ ରହିଛି ଏହାର ଚିକିତ୍ସା ବ୍ୟବସ୍ଥା? ସେନେଇ ବିଶିଷ୍ଟ ଲାପରୋସ୍କୋପିକ୍‌ ସର୍ଜନ ଡାକ୍ତର ବିଶ୍ୱଜିତ ମହାପାତ୍ର କ’ଣ କହୁଛନ୍ତି, ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #WorldHealthDay2023 #HealthForAll #OdiaHealthTips #Treatment #AnalFissures #Hemorrhoids

Comment