ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜି ବିଶ୍ଵ ସ୍ଵାସ୍ଥ୍ୟ ଦିବସ। ଏହି ଅବସରରେ ସ୍ଵାସ୍ଥ୍ୟ ସଚେତନତା ସୃଷ୍ଟି କରିବା ପାଇଁ ଓଡ଼ିଶାଲାଇଭ୍, ସ୍ଵାସ୍ଥ୍ୟପ୍ଲସ ଏବଂ ଆଇଏଫ୍ଆଇ ଫାଉଣ୍ଡେସନର ମିଳିତ ଅଭିଯାନ – ‘ଆମ ସ୍ଵାସ୍ଥ୍ୟ ଆମ ଜୀବନ’।

ବୟସ୍କ ବ୍ୟକ୍ତିଙ୍କଠାରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ। ସେମଧ୍ୟରୁ ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ହେବା ଏକ ଜଟିଳ ସମସ୍ୟା। ତେଣୁ ଆଣ୍ଠୁଗଣ୍ଠି ଯନ୍ତ୍ରଣାକୁ ନେଇ ଅନେକ ଲୋକେ ଚିନ୍ତିତ ରହିଥାନ୍ତି।

ବୟସ୍କ ବ୍ୟକ୍ତିଙ୍କ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଏବଂ ଏହାର ଚିକିତ୍ସା ବିଷୟରେ ବିଶିଷ୍ଟ ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ବସନ୍ତ କୁମାର ବେହେରାଙ୍କଠାରୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #WorldHealthDay2023 #HealthForAll #JointPain #ElderlyKneeProblem #OdiaHealthTips #Treatment

Comment