ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜି ବିଶ୍ଵ ସ୍ଵାସ୍ଥ୍ୟ ଦିବସ। ଏହି ଅବସରରେ ସ୍ଵାସ୍ଥ୍ୟ ସଚେତନତା ସୃଷ୍ଟି କରିବା ପାଇଁ ଓଡ଼ିଶାଲାଇଭ୍, ସ୍ଵାସ୍ଥ୍ୟପ୍ଲସ ଏବଂ ଆଇଏଫ୍ଆଇ ଫାଉଣ୍ଡେସନର ମିଳିତ ଅଭିଯାନ – ‘ଆମ ସ୍ଵାସ୍ଥ୍ୟ ଆମ ଜୀବନ’।

ଶରୀରର ଏକ ବହୁ ମୂଲ୍ୟବାନ ଅଙ୍ଗ ହେଉଛି ଆଖି। ଆଖି ବିନା ମଣିଷର କୌଣସି କାମ ହୁଏ ନାହିଁ। ଦିନ ହେଉ କି ରାତି ସବୁ କାମ ପାଇଁ ଆମକୁ ଆଖି ଉପରେ ନିର୍ଭର କରିବାକୁ ପଡ଼ିଥାଏ। ତେଣୁ ଆଖିର ଯତ୍ନ ନେବା ସହ ଏହାକୁ ସୁସ୍ଥ ରଖିବା ଆବଶ୍ୟକ।

ତେବେ କେମିତି ନେବେ ଆଖିର ଯତ୍ନ? ଏନେଇ ଚକ୍ଷୁ ରୋଗ ବିଶେଷଜ୍ଞ ଡାକ୍ତର ସଂଘମିତ୍ରା ଦାଶ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

 Tags: #WorldHealthDay2023 #HealthForAll #EyeCare #OdiaHealthTips #Treatment

Comment