ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

 ଆଜି ହେଉଛି ବିଶ୍ଵ ସ୍ଵାସ୍ଥ୍ୟ ଦିବସ-୨୦୨୩। ଏହି ଅବସରରେ ସ୍ଵାସ୍ଥ୍ୟ ସଚେତନତା ଉଦ୍ଦେଶ୍ୟରେ ଓଡ଼ିଶାଲାଇଭ୍, ସ୍ଵାସ୍ଥ୍ୟପ୍ଲସ ଓ ଆଇଏଫ୍ଆଇ ଫାଉଣ୍ଡେସନର ମିଳିତ ଅଭିଯାନ ‘ଆମ ସ୍ଵାସ୍ଥ୍ୟ ଆମ ଜୀବନ’।

ହୃତପିଣ୍ଡ ଆମ ଶରୀରର ମୁଖ୍ୟ ଅଙ୍ଗ। ସମ୍ପୂର୍ଣ୍ଣ ଶରୀରରେ ରକ୍ତ ସଞ୍ଚାଳନ କରିବା ହୃତପିଣ୍ଡର ମୁଖ୍ୟ କାର୍ଯ୍ୟ। ଯଦି କୌଣସି କାରଣରୁ ହୃତପିଣ୍ଡରେ ସମସ୍ୟା ଦେଖାଯାଏ ଏବଂ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହୁଏ, ତେବେ ହାର୍ଟ ଆଟାକ୍ ହେବାର ଆଶଙ୍କା ରହିଛି।

ହାର୍ଟ ଆଟାକ୍ ଠିକ୍ ସମୟରେ ଜାଣି ପାରିଲେ ଏହାର ଚିକିତ୍ସା କରିହେବ। ନଚେତ ହାର୍ଟ ଆଟାକ୍ ଯୋଗୁଁ ଜୀବନ ଯିବାର ମଧ୍ୟ ଆଶଙ୍କା ରହିଥାଏ।

କାହିଁକି ହୁଏ ହାର୍ଟ ଆଟାକ୍? ଏହାକୁ ଚିହ୍ନିବେ କେମିତି? ଏ ବିଷୟରେ ବରିଷ୍ଠ ହୃଦରୋଗ ବିଶେଷଜ୍ଞ ଡାକ୍ତର ମହେନ୍ଦ୍ର ପ୍ରସାଦ ତ୍ରିପାଠିଙ୍କଠାରୁ ଆସନ୍ତୁ  ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #WorldHealthDay2023 #AmaSwasthyAmaJibana #HealthForAll #HeartCare #Healthylife #OdiaHealthTips

Comment