ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଲିଭର ବା ଯକୃତ ଆମ ଶରୀରର ଏକ ଅବିଚ୍ଛେଦ ଅଙ୍ଗ। ଖାଦ୍ୟ ହଜମ ହେବାଠାରୁ ଆରମ୍ଭ କରି ଖାଦ୍ୟରେ ଥିବା ବିଷାକ୍ତ ପଦାର୍ଥକୁ ବିଶୁଦ୍ଧ କରିବା, ଲିଭରର ମୁଖ୍ୟ କାର୍ଯ୍ୟ ହୋଇଥାଏ। ଏହା ବ୍ୟତୀତ ଆମ ଶରୀରରେ ରକ୍ତ ତିଆରି ହେବାରେ ମଧ୍ୟ ଯକୃତ ସାହାଯ୍ୟ କରିଥାଏ ବୋଲି କୁହନ୍ତି ବିଶିଷ୍ଟ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟ ଡାକ୍ତର ସୁଶାନ୍ତ କୁମାର ସେଠୀ।

କୌଣସି କାରଣରୁ ଯକୃତର କୋଷଗୁଡ଼ିକରେ ଚର୍ବି ଜମାଟ ବାନ୍ଧିଲେ, ଏହା ସଠିକ୍ ଭାବେ କାର୍ଯ୍ୟ କରିପାରେ ନାହିଁ। ଏହି ସମସ୍ୟାକୁ ଫ୍ୟାଟି ଲିଭର ବୋଲି କୁହାଯାଏ। ତେବେ ଯକୃତର କାହିଁକି ଚର୍ବି ଜମାଟ ବନ୍ଧେ? ଫ୍ୟାଟି ଲିଭରକୁ କେମିତି ରୋକିପାରିବା? ଏ ନେଇ ବିଶିଷ୍ଟ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟ ଡାକ୍ତର ସୁଶାନ୍ତ କୁମାର ସେଠୀ କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Also Read

ଲିଭରକୁ କେମିତି ସୁସ୍ଥ ରଖିବା?

Tags: #Liver #WorldLiverDay #FattyLiver #LiverDisease #OdiaHealthTips

Comment