ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ସାଧାରଣତଃ ମଶା କାମୁଡ଼ିବା ଯୋଗୁଁ ମ୍ୟାଲେରିଆ ହୋଇଥାଏ। ପ୍ଲାଜମୋଡିୟମ ପାରାସାଇଟସ ଦ୍ୱାରା ସଂକ୍ରମିତ ମଶା ମଣିଷକୁ କାମୁଡ଼ିବା ଦ୍ୱାରା ମ୍ୟାଲେରିଆ ହୋଇଥାଏ ବୋଲି କୁହନ୍ତି ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ଭକ୍ତ ମୋହନ ସ୍ୱାଇଁ।

୨୦୧୮ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ମ୍ୟାଲେରିଆ ରିପୋର୍ଟ ଅନୁସାରେ ମ୍ୟାଲେରିଆ ଆକ୍ରାନ୍ତ କ୍ଷେତ୍ରରେ ଭାରତ ଚତୁର୍ଥ ସ୍ଥାନ ହାସଲ କରିଛି।

ତେବେ କେମିତି ବ୍ୟାପୁଛି ମ୍ୟାଲେରିଆ ଏବଂ ମଶା ଦାଉରୁ କିପରି ରକ୍ଷା ପାଇପାରିବା? ସେନେଇ ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ଭକ୍ତ ମୋହନ ସ୍ୱାଇଁ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା ସ୍ୱାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #WorldMalariaDay2023 #Malaria #TimeToDeliverZeroMalaria #MosquitoBites #WHO

Comment