ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଆ ଜାତିପ୍ରାଣର ପରିଚୟ। ପରାଧୀନ ଭାରତରେ ଉତ୍କଳ ମାତାର ବନ୍ଦନା କରି ଓଡ଼ିଆମାନଙ୍କୁ ଉତ୍କଳୀୟ ଭାବନାରେ ଉଦ୍ବୁଦ୍ଧ ହେବାକୁ ସେ କେତୋଟି କବିତା ଲେଖିଥିଲେ।

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମଧୁବାବୁଙ୍କର ସେହି କାଳଜୟୀ କବିତାଗୁଡ଼ିକ ମଧ୍ୟରୁତୁ ପରା ବୋଲାଉ ଉତ୍କଳ ସନ୍ତାନଶୁଣନ୍ତୁ ଏହି ଭିଡିଓରେ।

Also Read

ଜୀବନର ଶେଷ ସମୟରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସ୍ୱୀକୃତି ପତ୍ର ପାଇଥିଲେ ମଧୁବାବୁ

ଗୋପାଳଚନ୍ଦ୍ର ପ୍ରହରାଜଙ୍କ ସ୍ମୃତିରେ ମଧୁବାବୁ

Tags: #MadhuBabu #UtkalGouravMadhusudanDas #MadhusudanDas #MadhuBarrister #ଉତ୍କଳଗୌରବମଧୁସୂଦନଦାସ #ମଧୁବାବୁ

LEAVE A REPLY

Please enter your comment!
Please enter your name here