ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ହୃତ୍‌ପିଣ୍ଡ ଆମ ଶରୀରର ଏକ ମୁଖ୍ୟ ଅଙ୍ଗ। ହୃତପିଣ୍ଡ ସଠିକ୍ ଭାବେ କାର୍ଯ୍ୟ ନକଲେ ପୁରା ଶରୀରରେ ସମସ୍ୟା ଦେଖାଯାଇଥାଏ। ତେଣୁ ହାର୍ଟକୁ ସୁସ୍ଥ ରଖିବା ନିହାତି ଦରକାର।

ତେବେ ଆପଣଙ୍କ ହାର୍ଟ ସୁସ୍ଥ ନା ଅସୁସ୍ଥ, କେମିତି ଜାଣିବେ? ନିଜ ହାର୍ଟକୁ କେମିତି ରଖିବେ ସୁସ୍ଥ ସେ ବିଷୟରେ ଧାରଣା ରହିବା ଆବଶ୍ୟକ।

ସୁସ୍ଥ ହାର୍ଟ ପାଇଁ ଖାଦ୍ୟପେୟ ଓ ଜୀବନଶୈଳୀ କେମିତି ହେବା ଦରାକର? ଏନେଇ ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ସୁବାଶିଷ ମିଶ୍ର କ’ଣ କହୁଛନ୍ତି, ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ୍ ଓଡ଼ିଆର ଏହି ଭିଡିଓରେ।

Also read: ରକ୍ତଚାପ ନିୟନ୍ତ୍ରଣ ପାଇଁ ଡାଏଟ୍ (odisha.live)

Tags: #Heartcare #WorldHypertensionDay2023 #OdiaHealthTips #DoctorsAdvice

LEAVE A REPLY

Please enter your comment!
Please enter your name here