ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଥାଇରଏଡ୍ ରୋଗ ବିଷୟରେ ଲୋକଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ’ ମାସ ୨୫ ତାରିଖକୁ ‘ବିଶ୍ଵ ଥାଇରଏଡ୍ ଦିବସ’ ପାଳନ କରାଯାଉଛି। ୨୦୦୭ ମସିହାରେ ୟୁରୋପିଆନ ଥାଇରଏଡ୍ ଆସୋସିଏସନ (ଇଟିଏ) ପକ୍ଷରୁ ଥାଇରଏଡ ଦିବସ ପାଳନ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରସ୍ତାବକୁ ବିଶ୍ଵସ୍ତରରେ ମାନ୍ୟତା ମିଳିବା ପରେ ପ୍ରତିବର୍ଷ ମେ’ ୨୫ ତାରିଖକୁ ଏହି ଦିବସ ପାଳନ କରାଯାଉଛି।

ଆମ ଶରୀରର ସବୁ କାର୍ଯ୍ୟ ଥାଇରଏଡ୍‌ ହରମୋନ ଉପରେ ନିର୍ଭର କରିଥାଏ। ଏହି ହରମୋନ୍ କ୍ଷରଣରେ ବ୍ୟତିକ୍ରମ ଘଟିଲେ ଥାଇରଏଡ୍ ସମସ୍ୟା ଦେଖାଯାଏ। ପୁରୁଷଙ୍କ ଅପେକ୍ଷା ମହିଳାଙ୍କଠାରେ ଏହି ରୋଗ ଅଧିକ ଦେଖିବାକୁ ମିଳିଥାଏ।

ତେବେ ଗର୍ଭାବସ୍ଥା ଉପରେ ଥାଇରଏଡ୍ ସମସ୍ୟା କିଭଳି ପ୍ରଭାବ ପକାଇଥାଏ? ଏହାର କାରଣ ଏବଂ ଚିକିତ୍ସା ବିଷୟରେ ବିଶିଷ୍ଟ ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ସୁନିଲ କୁମାର କୋଟା କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags:  #WorldThyroidDay #ThyroidDisease #HypoThyroidism #ThyroidProblem

LEAVE A REPLY

Please enter your comment!
Please enter your name here