ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ବୟସ ବଢ଼ିବା ସହିତ ଆମ ଶରୀରର ହାଡ଼ଗୁଡ଼ିକରେ ଛୋଟ ଛୋଟ ଛିଦ୍ର ହେବା ଯୋଗୁଁ ଏହା ଫମ୍ପା ହୋଇଯାଏ। ଫଳରେ ହାଡ଼ଗୁଡ଼ିକରେ ଆଉ ପୂର୍ବ ଭଳି ଶକ୍ତି ରହେ ନାହିଁ। ଛୋଟ ଆଘାତ ଲାଗିଲେ କିମ୍ବା ପଡ଼ିଗଲେ ହାଡ଼ ଭାଙ୍ଗିଯିବାର ଆଶଙ୍କା ରହିଥାଏ।

ପୁରୁଷଙ୍କ ଅପେକ୍ଷା ମହିଳାଙ୍କଠାରେ ଅଷ୍ଟିଓପୋରୋସିସ୍‌ ସମସ୍ୟା ଅଧିକ ଦେଖାଦେଇଥାଏ। ତେବେ କାହିଁକି ହୋଇଥାଏ ଅଷ୍ଟିଓପୋରୋସିସ୍? ଏହାର ଚିକିତ୍ସା କ’ଣ ରହିଛି? ଏନେଇ ବିଶିଷ୍ଟ ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ସମ୍ବିତ ଦାସ କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଳସ ଓଡ଼ିଆର ଏହି ଭିଡିଓରେ।

Tags: #HealthCare #OdiaHealthTips #Osteoporosis #DoctorsAdvice

Comment