ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଉଚ୍ଚ ରକ୍ତଚାପକୁ ସବୁ ବଡ଼ ବଡ଼ ରୋଗର ମୂଳ କାରଣ ବୋଲି କୁହାଯାଏ। ଉଚ୍ଚ ରକ୍ତଚାପକୁ ସାଇଲେଣ୍ଟ କିଲର୍ କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ ଏହାର କୌଣସି ଲକ୍ଷଣ ନଥାଇ ମଧ୍ୟ ବିଭିନ୍ନ ରୋଗର କାରଣ ପାଲଟିଥଏ।

ଉଚ୍ଚ ରକ୍ତଚାପ ହାର୍ଟ ଆଟାକଠାରୁ ଆରମ୍ଭ କରି ଫୁସଫୁସ, କିଡନୀ, ଲିଭର ଆଦି ବିଭିନ୍ନ ଅଙ୍ଗକୁ ପ୍ରଭାବିତ କରିଥାଏ।

ତେବେ କାହିଁକି ହୁଏ ଉଚ୍ଚ ରକ୍ତଚାପ? କ’ଣ ରହିଛି ଏହାର କାରଣ, ଲକ୍ଷଣ ଏବଂ କିପରି ଏହାକୁ ନିୟନ୍ତ୍ରଣ କରିହେବ? ସେ ନେଇ ବିଶିଷ୍ଟ ମେଡିସିନ ସ୍ପେସିଆଲିଷ୍ଟ ଡାକ୍ତର ନିରୋଜ କୁମାର ମିଶ୍ର କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଳସ ଓଡ଼ିଆର ଏହି ଭିଡିଓରେ।

Tags: #HighBloodPressure #Hypertension #OdiaHealthTips #DoctorsAdvice

Comment